ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

AAP

ଦିଲ୍ଲୀ ନଗର ନିଗମ ନିର୍ବାଚନ: ୧୩୪…

ନୂଆଦିଲ୍ଲୀ : ଦିଲ୍ଲୀ ଏମସିଡିରେ ଚାଲିଲା ଝାଡୁ । ୧୫ ବର୍ଷ ବିଜେପି ଶାସନରେ ଝାଡୁ ଲଗେଇଲା ଆମ ଆଦମୀ ପାର୍ଟି । ନଗର ନିଗମ ନିର୍ବାଚନରେ ଆପ୍‌ର ବାଜିମାତ । କେଜରିଓ୍ବାଲଙ୍କ ଦଳ ବହୁମତ ସଂଖ୍ୟା ପାର କରିସାରିଥିବା ବେଳେ ବିଜେପି ଦୁଇ ନମ୍ବରକୁ ଖସି ଆସିଛି । ଦୀର୍ଘ ଦେଢ଼ ଦଶନ୍ଧୀ ପରେ ଏମସିଡିରେ ଭାରତୀୟ…

ଏକଜିଟ୍ ପୋଲ: ବିଜେପି ହାତରୁ ଖସିବ…

ନୂଆଦିଲ୍ଲୀ: ବିଜେପି ହାତରୁ ଖସିଯିବ ଦିଲ୍ଲୀ ମହାନଗର ନିଗମ ( ଏମସିଡି ) ।  ଏକଜିଟ୍ ପୋଲରୁ ମିଳୁଛି ସୂଚନା । ଏମସିଡିକୁ କବଜା କରିପାରେ ଆପ୍ । ୧୫୦  ରୁ ୧୭୦  ଓ୍ବାର୍ଡ ଜିତିପାରେ ଆପ୍ ବୋଲି ଏକଜିଟ୍ ପୋଲରୁ ଜଣାପଡ଼ିଛି । ଦୀର୍ଘ ୧୫ ବର୍ଷ ହେଲା ଦିଲ୍ଲୀ ମହାନଗର ନିଗମ ବିଜେପି କବଜାରେ ରହିଥିଲା।…

ତିହାର ଜେଲରେ ଆପ ନେତା ସତ୍ୟେନ୍ଦ୍ର…

ନୂଆଦିଲ୍ଲୀ: ତିହାର ଜେଲ୍ ଭିତରେ ନେତାଙ୍କୁ ଫାଇଭଷ୍ଟାର ସୁବିଧା। ଜେଲରେ ବିଳାସପୂର୍ଣ୍ଣ ଖଟରେ ଶୋଇ ବଡି ମସାଜ କରାଉଛନ୍ତି ଆପ୍ ମନ୍ତ୍ରୀ। ଫୁଟ୍ ମସାଜର ମଜା ନେଉଛନ୍ତି ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍। ତିହାର ଜେଲ୍ ଭିତରୁ ସାମ୍ନାକୁ ଆସିଛି ଏଭଳି କିଛି ଭିଡିଓ, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ…

ନିର୍ବାଚନ ଜିତିବା ପାଇଁ ଗୁଜୁରାଟରେ…

ନୂଆଦିଲ୍ଲୀ: ଆଉ କିଛି ଦିନ ପରେ ଗୁଜୁରାଟରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏଥିପାଇଁ ବିଭିନ୍ନ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ଗୁଜୁରାଟରେ ନିର୍ବାଚନ ଜିତିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ଦଳର ସଂଯୋଜକ ଅରବିନ୍ଦ କେଜରିୱାଲ ସୁରଟରେ ଦଳର ନିର୍ବାଚନୀ ଘୋଷଣା…

ଆମ୍ ଆଦମୀ ପାର୍ଟି ଟିକେଟରୁ ରାଜ୍ୟସଭା…

ଚଣ୍ଡିଗଡ : ରାଜ୍ୟସଭା ଯିବେ ଭାରତୀୟ ଦଳର ପୂର୍ବତନ କ୍ରିକେଟର ହରଭଜନ ସିଂହ । ଆମ୍ ଆଦମୀ ପାର୍ଟି ପକ୍ଷରୁ ରାଜ୍ୟସଭା ଯାଇପାରନ୍ତି ହରଭଜନ ସିଂ । ଏହା ସହ ତାଙ୍କୁ କ୍ରୀଡା ବିଶ୍ୱବିଦ୍ୟାଳୟର ଦାୟିତ୍ୱ ମଧ୍ୟ ଦିଆଯାଇପାରେ । ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବରେ ଭଗଓ୍ୱନ୍ତ ମାନ୍ ଶପଥ ନେବା ପରେ ଏହି ଖବର ଏବେ…

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଚଣ୍ଡିଗଡ଼: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌। ଏହି ଭବ୍ୟ ସମାରୋହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମଧ୍ୟ ସାମିଲ ହେବେ । ଭଗଓ୍ୱନ୍ତ ମାନଙ୍କ ବ୍ୟତୀତ ଅନ୍ୟ ୧୭ ବିଧାୟକ ମନ୍ତ୍ରୀ ପଦର ଶପଥ ନେବାର ଥିଲା । କିନ୍ତୁ ଆଜି କେବଳ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ…

ପଞ୍ଜାବରେ ଝାଡୁ ଝଡ଼, ସରକାର ଗଢ଼ିବ ଆପ୍

ଚଣ୍ଡିଗଡ଼: ପଞ୍ଜାବରେ ସରକାର ଗଢ଼ିବ ଆମ୍ ଆଦମୀ ପାର୍ଟି । ଆଜି ଗଣତି ଆରମ୍ଭରେ ଏହି ଟ୍ରେଣ୍ଡ ସାମ୍ନାକୁ ଆସିଛି । ଗଣତି ଆରମ୍ଭ ପରେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ପଞ୍ଜାବରେ ବହୁମତ ହାସଲ କରିବ ଆମ୍ ଆଦମୀ ପାର୍ଟି । ପଞ୍ଜାବର ମୋଟ ୧୧୭ ଆସନରୁ ବର୍ତ୍ତମାନ ସୁଦ୍ଧା ୧୧୫ ଆସନରେ ପ୍ରାରମ୍ଭିକ ଟ୍ରେଣ୍ଡ…

ଅରବିନ୍ଦ କେଜ୍ରିୱାଲଙ୍କ ନାଁରେ ସଙ୍ଗୀନ…

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ମୁଖିଆ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଲେ ପଞ୍ଜାବ ମୁଖ୍ୟ ନିର୍ବାଚନ ଅଧିକାରୀ। ନିର୍ବାଚନ ଆଚରଣବିଧି ଉଲ୍ଲଘଂନ ମାମଲାରେ ଏଫଆଇଆର ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ କେଜ୍ରିୱାଲ…

ଗୋଆ ପାଇଁ ଆପର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ…

ଗୋଆ: ଗୋଆ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ତା'ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛି। ଗୋଆରେ ଅମିତ ପାଲେକର ଦଳର ମୁଖ୍ୟମନ୍ତ୍ରୀ ଚେହେରା ହେବେ। ଅମିତ ପାଲେକର ଭଣ୍ଡାରୀ ସମ୍ପ୍ରଦାୟରୁ ଆସିଛନ୍ତି। ତାଙ୍କ ନାମ ଘୋଷଣା କରି ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ,  ଏପରି ବ୍ୟକ୍ତିଙ୍କୁ ଆମେ…

କେଜ୍ରିୱାଲଙ୍କ ବଡ଼ ଘୋଷଣା: ପଞ୍ଜାବରେ…

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନରେ ​​ସାଂସଦ ଭଗୱନ୍ତ ମାନ ଆମ୍ ଆଦମୀ ପାର୍ଟିର ମୁଖ୍ଯମନ୍ତ୍ରୀ ଚେହେରା ହେବେ। ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ମୋହାଲିରେ ଏହି ଘୋଷଣା କରିଛନ୍ତି। ଏହି ସମୟରେ ଭଗୱନ୍ତ ମନଙ୍କ ମାତା ହରପାଲ କୌର ମଧ୍ୟ ଉପସ୍ଥିତ ଥିଲେ। पंजाबियों ने चुना…