Browsing Tag

accident news

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ…

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଓ ବାଇକ ମଧ୍ଯରେ ଧକ୍କା ହୋଇ  ୨ ଜଣଙ୍କ ମୃତ୍ଯୁ ଘଟିଛି। ମୃତକ ୨ ଜଣ ଶୁଆକାଠି ଅଞ୍ଚଳର ରୀନା ମହାକୁଡ଼ ଓ କଟକ ଜିଲ୍ଲା ବଡମ୍ବା ଥାନା ସୁନପାଳ ଅଞ୍ଚଳର ସର୍ବେଶ୍ୱର ବେହେରା ବୋଲି ଜଣାପଡିଛି…

ଦୁଇ ମୋଟର ସାଇକେଲ ମଧ୍ୟରେ ମୁହାଁମୁହିଁ…

ଛେଣ୍ଡିପଦା : ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଦେଇ ଯାଇଥିବା ଅନୁଗୋଳ -ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର ଫୁଲଝରୀ ଛକ ନିକଟରେ ଦୁଇ ମୋଟରସାଇକେଲ ମଧ୍ୟରେ ଧକ୍କା ହେବା ସହିତ ଏକ ଯାତ୍ରୀବାହି ବସରେ ବାଡେଇ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।ମୃତ…

ଅଜଣା ଗାଡ଼ି ଧକ୍କାରେ ୨ମୃତ ଓ ଜଣେ…

ଓଳାଭର: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ଶିହପଡ଼ା ରାସ୍ତାରେ ବିଳମ୍ବିତି ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାର ଦୁଇ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ପେଗରପଡ଼ା ଗାଁର ଦୋଳ ଗୋବିନ୍ଦ ସାହୁ ଓ କୌଶିକ ପଣ୍ଡା। ଗୁରୁତର ଜଣଙ୍କ…

ବସକୁ ଧକ୍କା ଦେଲା ହାଇୱା: ୩ ଶ୍ରମିକଙ୍କ…

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ସରବାହଲ ବଇପାସରେ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ଯୁ ଘଟିଛି। ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଭୂଷଣ କମ୍ପାନୀର ବସକୁ ହାଇୱା ଧକ୍କା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ- ବାଇକ…

ସାକ୍ଷୀଗୋପାଳ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀର ଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ…

ଭାରସାମ୍ଯ ହରାଇ ଘରେ ପଶିଲା ଟ୍ରକ: ୪ମୃତ,…

ମୈନପୁରୀ: ଉତ୍ତରପ୍ରଦେଶର ମୈନପୁରୀରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ନିୟନ୍ତ୍ରଣ ହରାଇ ସଡ଼କ ନିକଟରେ ଥିବା ଘରେ ପଶିଗଲା ଟ୍ରକ୍ । ଫଳରେ ୪ ଜଣଙ୍କର ମୃତ୍ଯୁ ଘଟିଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ମେନପୁରୀ ଏସପି କମଲେଶ ଦୀକ୍ଷିତଙ୍କ ସୂଚନା ଅନୁଯାୟୀ,  ଏକ ଦ୍ରୁତ…

ଡମ୍ପରକୁ ପଛପଟୁ ଧକ୍କା ଦେଲା କାର୍: ୨ମୃତ…

ଭଦ୍ରକ: ଏନ୍ଏଚ୍ ୧୬ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷ୍ଣୁପୁର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଡମ୍ପରକୁ ପଛପଟୁ ଏକ କାର୍ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ରାଜ୍ୟର ମାନିକତାଲାରୁ ୪ ଜଣ…

ଟିପ୍ପରକୁ ଧକ୍କା ଦେଲା ଯାତ୍ରୀବାହୀ…

କୋରପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଆଜି ଭୋର୍‌ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟିପ୍ପରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଫଳରେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।  ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କୁନ୍ଦୁଲି ଗୋଷ୍ଠୀ…

କାର୍- ବୋଲେରୋ ମୁହାଁମୁହିଁ ଧକ୍କା:…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ରାମେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା  ହୋଇଛି। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ସ୍ଥାନୀୟଲୋକଙ୍କ ସହାୟତାରେ…

ବୋଲେରୋକୁ ଧକ୍କା ଦେଲା ଟ୍ରକ୍: ଜଣେ…

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ଯରେ ଜଣେ ମହିଳା ରହିଛନ୍ତି। ଖବର ପାଇ…