ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Afghanistan

ଜୀବିତ ଅଛନ୍ତି ଆଫଗାନିସ୍ତାନର…

ଆଫଗାନିସ୍ତାନ: ଆଫଗାନିସ୍ତାନର ଉପପ୍ରଧାନମନ୍ତ୍ରୀ ମୁଲ୍ଲା ଅବଦୁଲ ଘନି ବରାଦାରଙ୍କ ମୃତ୍ୟୁ ଖବରକୁ ଖଣ୍ଡନ କରିବା ସହ ସେ ଜୀବିତ ଥିବାର ଭିଡିଓ ଜାରି କଲା ତାଲିବାନ । ବାରଦାର କୌଣସି ସ୍ଥାନରେ ଦେଖବାକୁ ମିଳୁ ନ ଥିବାରୁ, ତାଙ୍କର ମୃତ୍ୟୁ ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଥିଲା । ଏବେ ତାଲିବାନ…

ଆଫଗାନିସ୍ତାନରେ ନୂଆ ସରକାର ଗଠନ କଲା…

କାବୁଲ: ପରିଶେଷରେ ତାଲିବାନ ଘୋଷଣା କଲା ନିଜର ନୂଆ ସରକାର । କାବୁଲ ଦଖଲର ତିନି ସପ୍ତାହ ପରେ ଆଫଗାନିସ୍ତାନରେ ବିଧିବଦ୍ଧ ଭାବେ ନୂଆ ସରକାର ଗଠନ କରିଛି ତାଲିବାନ । ଆଫଗାନିସ୍ତାନରେ ରାଜନୈତିକ ସଙ୍କଟ ମଧ୍ୟରେ ତାଲିବାନ ମଙ୍ଗଳବାର ସନ୍ଧ୍ୟାରେ ଏକ ନୂତନ ସରକାର ଘୋଷଣା କରିଛି। ଆଫଗାନିସ୍ତାନରେ ତାଲିବାନ…

ତାଲିବାନର ଦାବି , ପଞ୍ଜଶୀର ଉପତ୍ୟକାର 4…

କାବୁଲ: ରବିବାର ଦିନ ତାଲିବାନ ଏବଂ ପ୍ରତିରୋଧ ବାହିନୀ ଆଫଗାନିସ୍ତାନର ପଞ୍ଜଶୀର ଉପତ୍ୟକାରେ ଯୁଦ୍ଧ ଜାରି ରଖିଥିବା ବେଳେ ପଞ୍ଜଶିରକୁ ହାତେଇବା ଲାଗି ବିରୋଧୀଙ୍କ ସହ ଲଗାତାର ଲଢ଼ୁଛି ତାଲିବାନ । ମିଡିଆ ରିପୋର୍ଟରେ ଅନୁସାରେ, ପଞ୍ଜଶିରର ୪ ଜିଲ୍ଲାକୁ ନିଜ କବଜାକୁ ନେଇ ତାଲିବାନ ଦାବି କରିଛି । ଯାହାକୁ…

ସରକାର ଗଢିବ ତାଲିବାନ

କାବୁଲ: ଆଫଗାନିସ୍ତାନରେ ନୂଆ ସରକାର ଗଠନ ପାଇଁ ତାଲିବାନକୁ ଆହୁରି ଦୁଇରୁ ତିନି ଦିନ ସମୟ ଲାଗିବ। ଏହାକୁ ନେଇ ତାଲିବାନ ପକ୍ଷରୁ ଆଧିକାରିକ ଭାବେ ବୟାନ ଜାରି କରାଯାଇଛି । ସରକାର ଗଠନ ପାଇଁ ଶନିବାର ହୋଇଥିବା ବୖେଠକ ପରେ ତାଲିବାନୀ ନେତା କହିଛନ୍ତି ଯେ ସରକାର ଗଠନ ସହ ନେତାଙ୍କ ନାଁ ଘୋଷଣା କରାଯାଇଛି।…

ପାକିସ୍ତାନର କାର୍ଯ୍ୟକଳାପ ଉପରେ ନଜର…

ୱାଶିଂଟନ: ଆଫଗାନିସ୍ତାନକୁ କବଜା କରିବା ପରେ ତାଲିବାନର ଚିନ୍ତାଧାରାରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଫଗାନିସ୍ତାନ ପ୍ରସଙ୍ଗ ଉପରେ ଭାରତ ଏବଂ ଆମେରିକା ନଜର ରଖିଥିବା କହିଛନ୍ତି ଭାରତର ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା । ୱାଶିଂଟନରେ ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ଏଭଳି…

ଆଫଗାନିସ୍ତାନରେ ତାଲିବାନୀ ସରକାରର…

କାବୁଲ: ଆଫଗାନିସ୍ତାନକୁ କବଜା କରିବା ପରେ ନୂଆ ସରକାର ଘୋଷଣା କରିଛି ତାଲିବାନ । ଆତଙ୍କ ଭିତରେ ଆଫଗାନିସ୍ତାନରେ ଆରମ୍ଭ ହୋଇଛି ତାଲିବାନୀ ସରକାର। ତାଲିବାନୀଙ୍କ ହୁକୁମରେ ଚାଲିବ ପୁରା ଆଫଗାନିସ୍ତାନ। ତାଲିବାନର ସବୁଠାରୁ ବଡ ଧାର୍ମିକ ନେତା ମୁଲ୍ଲା ବେହତୁଲ୍ଲା ଅଖୁନ୍ଦଜାଦାକୁ ଆଫଗାନିସ୍ତାନର…

ପଞ୍ଜଶୀରରେ ୩୫୦ ଜଣ ତାଲିବାନୀ ନିପାତ

କାବୁଲ: ପଞ୍ଜଶୀରରେ ୩୫୦ ଜଣ ତାଲିବାନୀ ନିପାତ। ସେଠକାର ସାମ୍ୱାଦିକ ନାତିକ ମାଲିକଜାଦା ଦ୍ୱାରା କରାଯାଇଥିବା ଟ୍ୱିଟ୍ ଅନୁଯାୟୀ ଆଫଗାନିସ୍ତାନର ପଞ୍ଜଶୀରର ପ୍ରବେଶ ପଥ ଗୁଲବାହାର ଅଞ୍ଚଳରେ ତାଲିବାନ ସୈନିକ ଏବଂ ନର୍ଦନ ଏଲାଏନ୍ସ ମଧ୍ୟରେ ମୁହାଁମୁହିଁ ହୋଇଥିଲେ । କେବେଳେ ସେତିକି ନୁହେଁ ଏଠାରେ…

ଦୀର୍ଘ ଦୁଇ ଦଶନ୍ଧିର ମିଶନ୍‌ ଶେଷ: ଆଫଗାନ…

ନୂଆଦିଲ୍ଲୀ: ଦୀର୍ଘ ୨୦ ବର୍ଷ ପରେ ଆଫଗାନିସ୍ତାନରୁ ଆମେରିକା ସେନାର ଚୂଡ଼ାନ୍ତ ପ୍ରତ୍ୟାହାର ଅଭିଯାନ ଶେଷ ହୋଇଛି। ଗତକାଲି ବିଳମ୍ବିତ ରାତ୍ରୀରେ ଶେଷ ତିନି ସେନା ବିମାନ ଉଡ଼ାଣ ସହ ଉଦ୍ଧାର ପ୍ରକ୍ରିୟା ଶେଷ ହୋଇଛି।  ୧ ଲକ୍ଷ ୨୩ ହଜାର ଜଣଙ୍କୁ ଉଦ୍ଧାର ନେଇ ପେଣ୍ଟାଗନ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବ…

ପ୍ରଥମଥର ପାଇଁ ମୁଖ୍ୟ ତାଲିବାନୀ ନେତାଙ୍କ…

ନୂଆଦିଲ୍ଲୀ: ଆଫଗାନିସ୍ତାନର ସାଂପ୍ରତିକ ସ୍ଥିତିକୁ ନେଇ ଭାରତ ନିଜର ନୀତି ନିର୍ଦ୍ଧାରଣ କରିବାକୁ ଚିନ୍ତା କରୁଥିବା ବେଳେ ଭାରତ ସହ ବିଭିନ୍ନ କ୍ଷେତ୍ରରେ ସ୍ବାଭାବିକ ସମ୍ପର୍କ ବଜାୟ ରଖିବାକୁ ତାଲିବାନ ଆଗ୍ରହୀ ବୋଲି ଏହାର ଜଣେ ବରିଷ୍ଠ ନେତା କହିଛନ୍ତି। ଇଣ୍ଡିଆନ ମିଲିଟାରୀ ଏକାଡେମୀ(ଆଇଏମଏ)ରେ ଟ୍ରେନିଂ…

କାଶ୍ମୀରକୁ ନେଇ କିଛି ଏପରି ପ୍ରତିକ୍ରିୟା…

ନୂଆଦିଲ୍ଲୀ: ଆଫଗାନିସ୍ତାନକୁ ଅକ୍ତିଆର କରିବା ପରେ କାଶ୍ମୀର ଉପରେ ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି ତାଲିବାନ । ଏହା ସହିତ ତାଲିବାନ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସାମ୍ପ୍ରତିକ ସମ୍ପର୍କ ବିଷୟରେ ମଧ୍ୟ ଆଲୋଚନା କରିଛି। ତାଲିବାନର ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍ ପାକିସ୍ତାନୀ ଚ୍ୟାନେଲ…