ସୁପ୍ରିମକୋର୍ଟରେ ପହଞ୍ଚିଲା ଅଗ୍ନିପଥ…
ନୂଆଦିଲ୍ଲୀ: ସେନାରେ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ନୂତନ ଯୋଜନାକୁ ନେଇ ବିବାଦ ପରେ ଏହି ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଅଗ୍ନିପଥ ଯୋଜନା ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଆସନ୍ତା ସପ୍ତାହରୁ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି…