ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

aiims bbsr

ବିନା ଅସ୍ତ୍ରୋପଚାରରେ ବାହାରିଲା ଛୁଞ୍ଚି,…

ଭୁବନେଶ୍ୱର: ଏକ ଉଲ୍ଲେଖନୀୟ ତଥା ଅଭିନବ ପ୍ରୟାସ ସ୍ବରୂପ ଏମ୍‌ସ ଭୁବନେଶ୍ୱରର ଶିଶୁ ବିଭାଗ ସଫଳତାର ସହିତ ୯ ବର୍ଷୀୟ ବାଳକର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି। ଅସାବଧାନତାବଶତଃ ଗିଳିଦେଇଥିବା ଏକ ସିଲେଇ ଛୁଞ୍ଚିଟି ନାବାଳକଙ୍କର ବାମପାର୍ଶ୍ବ ଫୁସ୍‌ଫୁସ୍‌ର ନିମ୍ନଭାଗରେ ଲାଗିଯାଇଥିଲା। ଏପରି…

ଭୁବନେଶ୍ୱର ଏମ୍ସରୁ ପରୀକ୍ଷାମୂଳକ ଡ୍ରୋନ…

ଭୁବନେଶ୍ୱର: ଡ୍ରୋନ୍ ଯୋଗେ ମେଡିକାଲରେ ପହଞ୍ଚିଲା ରକ୍ତ। ଭୁବନେଶ୍ୱରଏମ୍ସରୁ ପରୀକ୍ଷାମୂଳକ ଡ୍ରୋନ ସେବା ଆରମ୍ଭ ହୋଇଛି । ଏମ୍ସରୁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଛି ଡ୍ରୋନ୍‌ । ଗୁରୁତର ରୋଗୀଙ୍କୁ ରକ୍ତ ଯୋଗାଣ ସହ ରକ୍ତ ନମୁନା ସଂଗ୍ରହ କରି ଅଣାଯାଇଛି। ଡ୍ରୋନ୍ ଯୋଗେ…

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କୃତ୍ରିମ…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ତଥା ଏହି କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ)ର ପ୍ରୟୋଗ କରି ଏକ ନୂତନ ସଂଚାର ସୃଷ୍ଟି ଲକ୍ଷ୍ୟରେ ଦୁଇ ପ୍ରମୁଖ ଜାତୀୟ ଅନୁଷ୍ଠାନ ଏମ୍‌ସ ଭୁବନେଶ୍ୱର ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର…

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢାଉ,…

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି। ଦୁଇଟି ଟିମର ୮ ଜଣ ଅଧିକାରୀ ଆସି ଏହି ରେଡ୍ କରିବା ସହିତ ବିଭିନ୍ନ କାଗଜପତ୍ର ଜବତ କରିଛନ୍ତି।ସୂଚନା ଅନୁଯାୟୀ, ଚଢ଼ାଉ ବେଳେ ଏହି…

ରୋଗର ପୂର୍ବାନୁମାନ ଓ ତ୍ବରିତ ଚିକିତ୍ସା…

ଭୁବନେଶ୍ୱର: ଜରୁରୀକାଳୀନ କ୍ଷେତ୍ରରେ ତ୍ବରିତ ଚିକିତ୍ସା ସେବା ଯୋଗାଇବା ନିମନ୍ତେ ରୋଗର ଶୀଘ୍ର ଚିହ୍ନଟ କରିବା ବେଶ ଗୁରୁତ୍ୱପୂର୍ଣ୍ଣ। ଯେତେବେଳେ କର୍କଟ କିମ୍ବା ପକ୍ଷାଘାତ (ପାରାଲିସିସ୍‌/ବ୍ରେନ୍‌ ଷ୍ଟ୍ରୋକ୍) ରୋଗୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଏ, ରୋଗୀଙ୍କୁ ଜରୁରୀକାଳୀନ…

ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ହାତ…

ଭୁବନେଶ୍ୱର: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳର ଯୁବତୀ ବର୍ଷା ଦାସ(୨୫) ପୁଣି ଥରେ ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ନିଜର ବାମ ହାତ ଫେରିପାଇଛନ୍ତି। ଏମ୍ସ ଭୁବନେଶ୍ୱର ଡାକ୍ତରଙ୍କ ଦ୍ୱାରା ଦୀର୍ଘ ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ସଫଳତାର ସହିତ ଯୋଡ଼ା ହେଲା ସଂପୂର୍ଣ୍ଣ ଅଲଗା ହୋଇଯାଇଥିବା…

ଏମ୍ସ ଭୁବନେଶ୍ୱରରେ ଅତ୍ୟାଧୁନିକ…

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର ଉଦଘାଟିତ ହୋଯାଇଛି। କବକ ଚିହ୍ନଟ, ଏନେଇ ହେଉଥିବା ସଂକ୍ରମଣ ଏବଂ ଏହାର ନିରାକରଣ ନେଇ ଆଜି ଏମ୍ସ ଭୁବନେଶ୍ବର ରେ ଆରମ୍ଭ ହୋଇଥିବା ଏପରି ଅନୁସନ୍ଧାନକେନ୍ଦ୍ର ପୂର୍ବ…

ଜୀବନ ରକ୍ଷାକାରୀ ସରଳ ସିପିଆର କୌଶଳର…

ଭୁବନେଶ୍ୱର: ଭାରତରେ ପ୍ରତି ଚାରି ଜଣରେ ଜଣଙ୍କର ମୃତ୍ୟୁ ହୃଦ୍‌ଘାତ କାରଣରୁ ହୋଇଥାଏ। ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ନିକଟରେ ହସ୍ପିଟାଲ ବାହାରେ ହଠାତ୍ ହୃଦ୍‌ଘାତ କାରଣରୁ ଦେଶରେ ଅନେକ ପ୍ରସିଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଦେଖାଯାଇଛି।…

ଭୁବନେଶ୍ୱର ଏମ୍ସର ୫ ମହଲାରୁ ଡେଇଁ ଜୀବନ…

ଭୁବନେଶ୍ବର: ଆଜି ଭୁବନେଶ୍ୱରର ଏମ୍ସରେ ଘଟିଛି ଦୁଃଖଦ ଘଟଣା। ୫ ମହଲାରୁ ଡେଇଁ ଜୀବନ ହାରିଛନ୍ତି ରୋଗୀ । ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜୀବନ ହାରିଛନ୍ତି ସ୍ବାମୀ । ଏମ୍ସର ପ୍ଲାଷ୍ଟିକ ସର୍ଜରୀ ଓ୍ବାର୍ଡରେ ଚିକିତ୍ସିତ ହେଉଥିଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ ।ସୂଚନା ଅନୁଯାଯୀ, ଆଜି ଅପରାହ୍ନରେ…

ଏମ୍ସ ଭୁବନେଶ୍ୱରର ଦଶମ ପ୍ରତିଷ୍ଠା ଦିବସ…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପୂର୍ବ ଭାରତରେ ଏମ୍ସ ଭୁବନେଶ୍ୱର ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟର ଲୋକମାନଙ୍କର ଆସ୍ଥାଭାଜନ ହେବାରେ ସଫଳ ହୋଇଛି। ଆଗାମୀ କିଛିବର୍ଷ ମଧ୍ୟରେ ଏହା ଦେଶର ଏକ ଶ୍ରେଷ୍ଠ ଉତ୍କର୍ଷ କେନ୍ଦ୍ରରେ ପରିଣତ ହେବା ନେଇ କୌଣସି ସଂଶୟ ନାହିଁ। ପ୍ରଥମ ଦଶନ୍ଧିର ସଫଳ ଯାତ୍ରାରେ ଏହି…