ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

AIIMS Bhubaneswar

ହିଟ୍ ଷ୍ଟ୍ରୋକ୍‌ ରୋଗୀଙ୍କ ଚିକିତ୍ସା…

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ କାରଣରୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ହିଟ୍‌ ଷ୍ଟ୍ରୋକ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍‌ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍ ୟୁନିଟ୍‌ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ କାରଣରୁ ଦେଖାଯାଉଥିବା ସନ୍‌ ଷ୍ଟ୍ରୋକ୍‌ ତଥା ଅନ୍ୟାନ୍ୟ…

ଏମ୍ସ ଭୁବନେଶ୍ୱରରେ ଉନ୍ନତ କୃତ୍ରିମ…

ଭୁବନେଶ୍ୱର: ଗୁଣବତ୍ତାସମ୍ପନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରର ଖ୍ୟାତି ଅର୍ଜନ କରିଥିବା ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ। ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ) ପ୍ରତିରୋପଣ କରାଯାଇଛି।…

ମୃତ୍ୟୁ ପରେ ବି ଅମର, ଅନ୍ୟକୁ ଜୀବନ ଦେବେ…

ଭୁବନେଶ୍ବର: ମୃତ୍ୟୁ ପରେ ବି ଅମର ।  ଜୀବିତ ନ ଥାଇ ମଧ୍ୟ ଅନ୍ୟର ଜୀବନ ବଞ୍ଚାଇବା ଏକ ମହାନ ଲୋକଙ୍କ ଦ୍ବାରା ହିଁ ସମ୍ଭବ ହୋଇଥାଏ।  ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର କରି ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଏମ୍‌ସ ଭୁବନେଶ୍ବର।…

ଏମ୍ସ ନିକଟରେ ରାତିରେ ଖୋଲିବ ଆହାର…

ଭୁବନେଶ୍ବର: ଆଜି ଠାରୁ ଏମ୍ସରେ ନିକଟରେ ରାତିରେ ଖୋଲିବ ଆହର କେନ୍ଦ୍ର । ବିଏସମି ପକ୍ଷରୁ ଏହି ଆହାର କେନ୍ଦ୍ର ଖୋଲାଯିବ। ଆଜି ଏହାର ଉଦଘାଟନ କରିବେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ।ରାତି ସମୟରେ ରୋଗୀଙ୍କ ପରିବାରଲୋକଙ୍କୁ ସହାୟ ହେବ ଏହି ଆହାର କେନ୍ଦ୍ର। ୭ଦିନ ଯାକ ରାତିରେ ଖାଦ୍ୟ ମିଳିବ । ଦୁଇଟି…

ଏମ୍ସ ଭୁବନେଶ୍ୱର ପକ୍ଷରୁ ରାଜ୍ୟରେ ପ୍ରଥମ…

ଭୁବନେଶ୍ୱର: ନିରାପଦ ଏବଂ ସୁସ୍ଥ ଭ୍ରମଣ ସହିତ ଅର୍ଥନୈତିକ ଅଭିବୃଦ୍ଧିକୁ ସୁରକ୍ଷା ଦେବାରେ ଟ୍ରାଭେଲ ମେଡିସିନର ଭୂମିକା ସମୟର ବଡ଼ ଆହ୍ଵାନ। ତେଣୁ ବିଦେଶ ଯାତ୍ରା କରିଥିବା ସମସ୍ତ ଯାତ୍ରୀଙ୍କ ପାଇଁ ଗୋଟିଏ ସ୍ଥାନରେ ପୂର୍ଣ୍ଣାଙ୍ଗ ସୂଚନା ଉପଲବ୍ଧ ହେବା ନିହାତି ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଆଜି ଏମ୍ସ…

ଏମ୍‌‌ସରେ କାମ କରୁନି ‘ଏମ୍‌‌ସ ଆକ୍ଟ’:…

ଭୁବନେଶ୍ୱର: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌‌ସ) ଭୁବନେଶ୍ୱରର ବିଚିତ୍ର ବ୍ୟବସ୍ଥା ଦେଖିବାକୁ ମିଳୁଛି। ଏମ୍‌‌ସ ଆକ୍ଟ ଅନୁସାରେ, ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ମାଗଣା ଔଷଧ ଓ ଅସ୍ତ୍ରୋପଚାର ଉପକରଣ ଯୋଗାଇବାର ବ୍ୟବସ୍ଥା ଥିଲେ ମଧ୍ୟ ସେଗୁଡ଼ିକ ଦିଆଯାଉନାହିଁ। ଔଷଧ କଥା…

ଏମ୍ସ ଭୁବନେଶ୍ୱରରେ ସିଜିଏଚଏସ୍…

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ସମସ୍ତ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ରକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଉଦଘାଟନ କରିଛନ୍ତି। ଓପିଡି ଫୋୟରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ମାଧ୍ଯମରେ ସିଜିଏଚଏସ୍ ହିତାଧିକାରୀମାନେ…

ବାହାନଗା ଟ୍ରେନ ଟ୍ରାଜେଡ଼ି: ମୃତକଙ୍କ…

ଭୁବନେଶ୍ବର: ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପାଇଁ ଭୁବନେଶ୍ୱର ଏମ୍ସରେ  ଡିଏନଏଟେଷ୍ଟିଂ ଜାରି ରହିଛି। କୌଣସି ମୃତଦେହ ଚିହ୍ନଟ ନେଇ ଦ୍ୱନ୍ଦ୍ୱ ଦେଖାଦେଲେ ମୃତଦେହର ଡିଏନଏ ଟେଷ୍ଟ କରାଯିବ । ଭୁବନେଶ୍ୱର ଏମ୍ସରେ ଡିଏନଏ ଟେଷ୍ଟ ପାଇଁ ସ୍ୱତନ୍ତ୍ର ଡେକ୍ସ ଖୋଲଯାଇଛି । ମୃତଦେହ…

ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ହାତ…

ଭୁବନେଶ୍ୱର: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳର ଯୁବତୀ ବର୍ଷା ଦାସ(୨୫) ପୁଣି ଥରେ ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ନିଜର ବାମ ହାତ ଫେରିପାଇଛନ୍ତି। ଏମ୍ସ ଭୁବନେଶ୍ୱର ଡାକ୍ତରଙ୍କ ଦ୍ୱାରା ଦୀର୍ଘ ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ସଫଳତାର ସହିତ ଯୋଡ଼ା ହେଲା ସଂପୂର୍ଣ୍ଣ ଅଲଗା ହୋଇଯାଇଥିବା…

ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହେଲା ରାଜ୍ୟର…

ଭୁବନେଶ୍ୱର: ହାତ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସାମଗ୍ରୀକ ଯତ୍ନ ନେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱରର ବର୍ଣ୍ଣସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗରେ ଏକ ସ୍ୱତନ୍ତ୍ର ହ୍ୟାଣ୍ଡ(ହାତ) କ୍ଲିନିକ୍ କାର୍ଯ୍ୟ ଆରମ୍ଭ କରିଛି। ଗତକାଲି ଜାତୀୟ ହ୍ୟାଣ୍ଡ ସର୍ଜରୀ ଦିବସ (୨୩ ଅଗଷ୍ଟ) ଅବସରରେ ଅର୍ଥୋପେଡିକ୍ ଏବଂ…