ରାଷ୍ଟ୍ରୀୟ ସମ୍ମାନ ସହ ଡାକ୍ତର ଅଜୟ…
ଭୁବନେଶ୍ବର : ଦେଶର ଜଣାଶୁଣା ଜୀବବିଜ୍ଞାନୀ ତଥା ଆଇଏଲଏସ୍ ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ କୁମାର ପରିଡ଼ାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ…