ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

ajit mangraj

କରୋନାର କରୁଣ ଚିତ୍ର : ପୁଅ ଅଜିତ…

ଭୁବନେଶ୍ବର : କୋଭିଡ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଥିଲା। ଆଉ ଏବେ ଅଜିତଙ୍କ ମୃତ୍ୟୁକୁ ୨ ଦିନ ନ ପୁରୁଣୁ ତାଙ୍କ ମାଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଛି। କୋଭିଡ ଆକ୍ରାନ୍ତ ହେବାପରେ ଭୁବନେଶ୍ବରର ଏକ…

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ…

ଭୁବନେଶ୍ବର : ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ…

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ,…

ଭୁବନେଶ୍ବର : ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ। ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ଏହି ନିଷ୍ପତ୍ତି ନିଆଯାଇଛି।  ପିପିଲିରେ ସାନି ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ପଦକ୍ଷେପ ନିଆଯିବ। ରିପୋର୍ଟ…

ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ…

ଭୁବନେଶ୍ବର : ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ…

ମୁଖ୍ୟମନ୍ତ୍ରୀଙ୍କ ଉଦାରତା, କଂଗ୍ରେସ…

ଭୁବନେଶ୍ୱର:  ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି…

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ…

ପିପିଲି: ପିପିଲି ଉପ ନିର୍ବାଚନ ନେଇ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜ ଫେସବୁକ୍ ପେଜ୍‌ରେ ସୂଚିତ କରିବା ସହ ଗୁଜବ ସୃଷ୍ଟି ନ କରିବାକୁ ନିବେଦନ କରିଛନ୍ତି । Posted by Ajit Mangaraj on Friday, 9 April 2021 ସେ…

ଆଜି ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ…

ପୁରୀ: ପିପିଲି ଉପନିର୍ବାଚାନ ବିଧାନସଭା ଆସନ ଲାଗି ଆଜି ନାମାଙ୍କନ ଭରିବେ ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ଦାଖଲ କରିବେ ନାମାଙ୍କନ ପତ୍ର । ସକାଳ ସାଢେ ୯ଟାରେ ପିପିଲି ବିଜେଡି ଅଫିସରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରିବେ । ପିପିଲି ପାଇଁ…