ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

All Party Meeting

ହକି ବିଶ୍ବକପ ପାଇଁ ସର୍ବଦଳୀୟ ବୈଠକ…

ଭୁବନେଶ୍ବର: ହକି ବିଶ୍ବକପକୁ ରହିଲା ଆଉ ଏକ ମାସରୁ କମ୍‌ ସମୟ । ବିଶ୍ବକପକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟା ୫ଟାରେ ବସିବ ଅଲ୍‌ ପାର୍ଟି ମିଟିଂ। ଲୋକସେବା ଭବନ କନଭେନସନ ହଲ୍‌ରେ ବସିବ ବୈଠକ । ଉଭୟ…

ସଂସଦର ଶୀତ ଅଧିବେଶନ ପୂର୍ବରୁ ଆଜି…

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ବୈଠକରେ ସଂସଦ କାର୍ଯ୍ୟ ସୁରୁଖୁରରେ ଚଲାଇବା ସବୁ ଦଳର ସହ ଯୋଗ ଲୋଡିବେ ସରକାର । ଏଥିସହ ଶୀତ ଅଧିବେଶନରେ ଆଗତ ହେବାକୁ ଥିବା ବିଧେୟକ ସଂପର୍କିତ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ…

ଆଫଗାନିସ୍ତାନ ପ୍ରସଙ୍ଗରେ ସର୍ବଦଳୀୟ ବୈଠକ…

ନୂଆଦିଲ୍ଲୀ: ଆଫଗାନିସ୍ତାନର ସଙ୍କଟ ଉପରେ ଆଜି କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଆଫଗାନିସ୍ତାନ ସ୍ଥିତି ସମ୍ପର୍କରେ ସମସ୍ତ ଦଳର ନେତାଙ୍କୁ ଅବଗତ କରାଇଛନ୍ତି। ବୈଠକରେ ବିରୋଧୀ ଦଳମାନଙ୍କୁ ଆଫଗାନିସ୍ତାନରେ ଫସି ରହିଥିବା ଭାରତୀୟମାନଙ୍କୁ ଫେରାଇ…

ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ…

ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ…

କରୋନା ମୁକାବିଲା ପାଇଁ ସର୍ବଦଳୀୟ ବୈଠକ…

ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ ମୁକାବିଲା ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ ବୈଠକ। ଆଲୋଚନାରେ ସମସ୍ତ ବିଧାୟକ ଭିଡିଓ କନଫରେନ୍ସିଂ ଜରିଆରେ…