ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Anubhav Mohanty

ଅନୁଭବଙ୍କୁ ମିଳିଲା ବିବାହ ବିଚ୍ଛେଦ…

କଟକ: ତାରକା-ଦମ୍ପତି ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ…

ଭିଡିଓ ଜରିଆରେ ବର୍ଷାଙ୍କୁ ଅନୁରୋଧ କଲେ…

ଭୁବନେଶ୍ବର: ପୁଣି ଥରେ ଅନୁଭବ ବର୍ଷାଙ୍କ ପାଇଁ ଭାବବିହ୍ୱଳ ପୋଷ୍ଟ କରିଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ତଥା ସ୍ବାମୀ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଛନ୍ତି।ଅନୁଭବ କହିଛନ୍ତି ଯେ, ଆମେ ରାତିରେ ଶୋଇ ପାରୁନୁ । ଆମ ପରିବାର ଶୋଇ ପାରୁନି । ବାପା, ମାଆ ଓ ପରିବାର ମୋ ପାଇଁ ସବୁ…

କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶାଶୂଘର…

କଟକ : କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ମାସେ ମଧ୍ୟରେ ଶାଶୁ ଘର ଛାଡ଼ିବା ପାଇଁ ଗତ ଅଗଷ୍ଟ ୩୦ ତାରିଖରେ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ କଟକ ଜିଲ୍ଲା ଜଜ୍‌ଙ୍କ କୋର୍ଟ। ଶୁକ୍ରବାର ଦିନ ସମୟସୀମା ପୂରଣ ହୋଇଥିବା ବେଳେ ବର୍ଷା ଶାଶୂ ଘର ଛାଡି ନିଜ…

ଫ୍ୟାମିଲ କୋର୍ଟରେ ଶେଷ ହେଲା…

କଟକ : ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ କଟକ ପାରିବାରିକ ଅଦାଲତରେ ଉଭୟଙ୍କ ମଧ୍ୟରେ ଶେଷ ହେଲା ମଧ୍ୟସ୍ଥତା। ଆଜି କରାଯାଉଥିବା କାଉନସେଲିଂ ପରେ । ମଧ୍ୟସ୍ଥତା ଚାହୁଁନଥିବା କହି କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। ମଧ୍ୟସ୍ଥତା ବନ୍ଦ କରି ଶୁଣାଣୀ ପ୍ରକ୍ରିୟା ଆରମ୍ଭ…

ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ…

କଟକ: ପାରିବାରିକ ବିବାଦ ମାମଲାରେ ଆଜି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ଅନୁଭବ ମହାନ୍ତି ଆଜି ଫ୍ୟାମିଲ କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଶେଷ ହୋଇଛି। ପରିବାର ଅଦାଲତ ବିଚାରପତି ନିଜ ଚାମ୍ବରରେ ମଧ୍ୟସ୍ଥତା କରିଥିଲେ। ମଧ୍ୟସ୍ଥତାର କୌଣସି ଫଳାଫଳ  ସ୍ପଷ୍ଟ ହୋଇନି।…

ଅନୁଭବଙ୍କୁ ଝଟକା : ଶ୍ୱଶୁର ଘର ଛାଡ଼ିବେନି…

କଟକ : ଅନୁଭବ-ବର୍ଷା ପରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ଝଟକା । ବର୍ଷା ଛାଡିବେନି ଅନୁଭବଙ୍କ ଘର। ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ପାଇଁ ଏସଡିଜେଏମ କୋର୍ଟ ଦେଇଥିବା ନିର୍ଦେଶ ଉପରେ ଆଜି ଅନ୍ତରୀଣ ରୋକ ଲଗାଇଛନ୍ତି କଟକ ଜିଲ୍ଲା ଜଜ୍। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି…

ଅନୁଭବଙ୍କ ଆଉ ଏକ ଭିଡିଓ : କହିଲେ-…

ଭୁବନେଶ୍ବର : ‘ମୁଁ ବହୁତ ବୋଝ ନେଲିଣି। ମୋତେ ମାରି ସାରିଲଣି। ମରିବାକୁ ଆଉ ଡରାଅନି। ତୁମେ ମୋତେ ମାରି ସାରିଲଣି। ମୁଁ ଗୋଟିଏ ମଲା ମଣିଷ । ମୁଁ ଏବେ ଗୋଟିଏ ମଲା ମଣିଷର ଜୀବନ ବଞ୍ଚିଛି। ହେଲେ ସମସ୍ତଙ୍କ ପରି ମୋର ବି ଶେଷ ଇଚ୍ଛା ଅଛି। ମୁଁ ବି ବଞ୍ଚିବାକୁ ଚାହେଁ ’। ଆଜି ପୁଣି ସୋସିଆଲ୍‌ ମିଡିଆରେ…

କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ…

କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି, ଆଜି ବର୍ଷାଙ୍କ ଆକାଉଣ୍ଟକୁ  ୩୦ ହଜାର ଟଙ୍କା ପଠାଇଛନ୍ତି। ଗତକାଲି କଟକ ଏସଡିଜେଏମ୍‌ କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁଭବଙ୍କ ପୈତୃକ ଘର ଛାଡିବାକୁ ନିର୍ଦେଶ ଦେଇଥିଲେ। ଏହାସହିତ ବର୍ଷାଙ୍କ ବିକଳ୍ପ ରହଣି ପାଇଁ ପ୍ରତି…

ଅନୁଭବଙ୍କ ପୈତୃକ ଘର ଛାଡିବାକୁ ବର୍ଷା…

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ ।…

ଅନୁଭବଙ୍କ ସମର୍ଥନରେ ସୋସିଆଲ ମିଡିଆ…

ଭୁବନେଶ୍ୱର: ସାସଂଦ ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିବାଦ ଘଟଣା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଗତକାଲି ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିବାପରେ ଅନୁଭବଙ୍କ ସମର୍ଥନରେ ବାହାରିଛନ୍ତି ଅନେକ ୟୁଜର। ଏମିତିକି ଫେସବୁକରେ ଥିବା…