ରାମେଶ୍ବରମ୍ରୁ ରାଷ୍ଟ୍ରପତି ଭବନ :…
‘‘କଷ୍ଟ ଜୀବନର ଏକ ଅଂଶ ଅଟେ। ସେହି କାରଣରୁ ଜୀବନ ସରି ଯାଇ ନଥାଏ। କିନ୍ତୁ ନିଜେ ସେହି କଷ୍ଟରୁ ବାହାରିବା ପାଇଁ ଚେଷ୍ଟା କରିବା ଉଚିତ। ଏହାଦ୍ବାରା ନିଜର ଶକ୍ତି ଓ ସାହାସ ଜାଣି ହୁଏ। କଷ୍ଟକୁ ମଧ୍ୟ ଜାଣିବାକୁ ଦିଅନ୍ତୁ ଯେ, ଆପଣ ତାକୁ କେତେ ଅସୁବିଧାରେ ପକାଇ ପାରନ୍ତି। ’’ ଏହା ଥିଲା ପୂର୍ବତନ…