ଅର୍ଚ୍ଚନା ନାଗ ମାମଲାର ତଦନ୍ତ କରିବ ଇଡି;…
ଭୁବନେଶ୍ବର : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ କରିବ। କମିସନରେଟ ପୁଲିସ ପକ୍ଷରୁ ତାଙ୍କ ନାମରେ ଥିବା ୨ଟି ଏଫଆଇଆରର କପି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ…