ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Arunachal Pradesh

ବିଶ୍ବର ସବୁଠୁ ଲମ୍ବା ବାଇ ଲେନ୍ ଟନେଲ…

ନୂଆଦିଲ୍ଲୀ: ଉଦଘାଟନ ହେଲା ବିଶ୍ୱର ସବୁଠୁ ଲମ୍ବା ଟନେଲ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱର ସବୁଠୁ ବଡ଼ ବାଇ-ଲେନ୍‌ 'ସେଲା ଟନେଲ'କୁ ଉଦଘାଟନ କରିଛନ୍ତି। ଅରୁଣାଚଳ ପ୍ରଦେଶର ଇଟ୍ଟାନଗରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ କରିଛନ୍ତି। ସେଲା ଟନେଲ ସମୁଦ୍ର ପତନରୁ…

ଅରୁଣାଚଳରେ ଚୀନର ଦାଦାଗିରି: ୧୧ଟି…

ନୂଆଦିଲ୍ଲୀ: ଅରୁଣାଚଳରେ ପୁଣି ଚୀନର ଦାଦାଗିରି । ୧୧ ସ୍ଥାନର ନାମ ବଦଳାଇ ଏହାକୁ ଦକ୍ଷିଣ ତିବ୍ବତ ବୋଲି କହିଛି ଚୀନ୍ । ଚୀନ ନାଗରିକ ମନ୍ତ୍ରଣାଳୟ ପକ୍ଷରୁ ୧୧ସ୍ଥାନର ନାମ ଜାରି କରାଯାଇଛି । ଦୁଇଟି ଭୂମି କ୍ଷେତ୍ର, ଦୁଇଟି ଜନବସତି କ୍ଷେତ୍ର, ୫ଟି ପର୍ବତାଞ୍ଚଳ ଓ ଦୁଇଟି ନଦୀର ନାଁ ଜାରି କକରାଯାଇଛି ।…

ଆମେରିକା ସିନେଟ୍‌ରେ ପ୍ରସ୍ତାବ ପାରିତ,…

ୱାଶିଂଟନ୍: ଅରୁଣାଚଳ ପ୍ରଦେଶସ୍ଥିତ ଆନ୍ତର୍ଜାତିକ ସୀମାରେଖାକୁ ନେଇ ଭାରତ ଏବଂ ଚୀନ୍‌ ମଧ୍ୟରେ ଲାଗି ରହିଥିବା ବିବାଦ ପ୍ରସଙ୍ଗରେ ଆମେରିକା ଭାରତକୁ ଦୃଢ ସମର୍ଥନ କରିଛି। ଅରୁଣାଚଳ ପ୍ରଦେଶର ସର୍ବାଧିକ ଭାଗକୁ ଚୀନ ନିଜର ଏବଂ ଏହା ଦକ୍ଷିଣ ତିବ୍ଦତର ଅଂଶ କହୁଥିବା ବେଳେ ଏହା ଭାରତର ଅଭିନ୍ନ ଅଙ୍ଗ ବୋଲି…

ଅରୁଣାଚଳ ପ୍ରଦେଶର ଇଟାନଗରରେ ଭୟାବହ…

ଇଟାନଗର: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟସ୍ଥ ନହରାଲାଗୁନ ଦୈନିକ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଭୟାବହ ଅଗ୍ନିକାଣ୍ଡରେ ପ୍ରାୟ ୭ଶହ ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦୋକାନଗୁଡ଼ିକ ବାଉଁଶ ଓ କାଠରେ ତିଆରି ହୋଇ ଶୁଖିଲା ଦ୍ରବ୍ୟରେ…

ଅରୁଣାଚଳ ପ୍ରଦେଶରେ ସେନା ହେଲିକପ୍ଟର…

ଇଟାନଗର: ଅରୁଣାଚଳ ପ୍ରଦେଶର ଉପେର ସିଆଙ୍ଗ ଜିଲ୍ଲାରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କିମି ଦୂର ସିଙ୍ଗିଙ୍ଗ ଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ କୌଣସି ରାସ୍ତା…

ଅରୁଣାଚଳ ପ୍ରଦେଶରୁ ନିଖୋଜ ହୋଇଥିବା…

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ସୀମାରୁ ନିଖୋଜ ହୋଇଯାଇଥିବା ମିରାମ ତାରୋନଙ୍କୁ ଚୀନ୍ ସେନା ଭାରତୀୟ ସେନାକୁ ହସ୍ତାନ୍ତର କରିଛି। ଏନେଇ ଟ୍ୱିଟ କରି କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ସୂଚନା ଦେଇଛନ୍ତି। ଟୁଇଟ୍‌ରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଚୀନ୍‌ର ପିପୁଲ୍ସ ଲିବରେସନ୍ ଆର୍ମି (ପିଏଲ୍ଏ)…

‘ଅରୁଣାଚଳ ପ୍ରଦେଶ ନିକଟ ବିବାଦୀୟ…

ନୂଆଦିଲ୍ଲୀ: ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ଉତ୍ତେଜନା ମଧ୍ୟରେ ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ଭାରତ ସୀମା ସଂଲଗ୍ନ ବିବାଦୀୟ ଅଞ୍ଚଳରେ ଚୀନ୍ ଏହାର ଗ୍ରାମ ସ୍ଥାପନ କରୁଛି। ପେଣ୍ଟାଗନ୍ ରିପୋର୍ଟରେ‌ ଅରୁଣାଚଳ ପ୍ରଦେଶ ନିକଟରେ ଥିବା ବିବାଦୀୟ…