ନୋଟ୍ରେ ଗଣେଶ ଓ ଲକ୍ଷ୍ମୀଙ୍କ ଫଟୋ…
ନୂଆଦିଲ୍ଲୀ: ଗୁଜୁରାଟ ନିର୍ବାଚନର ଠିକ୍ ପୂର୍ବରୁ ହିନ୍ଦୁତ୍ବ କାର୍ଡ ଖେଳିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ସିଏମ ଭାରତୀୟ ମୁଦ୍ରାରେ ଗାନ୍ଧୀଜୀଙ୍କ ସହ ଭଗବାନ ଗଣେଶ ଓ ମା’ ଲକ୍ଷ୍ମୀଙ୍କ ଫଟୋ ଲଗାଇବା ପାଇଁ ଦାବି କରିଛନ୍ତି । ଗୋଟିଏ ପଟେ ଗାନ୍ଧୀଜୀଙ୍କ ଫଟୋ ଓ ଅନ୍ୟପଟେ…