ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Ashwini Vaishnaw

ଆଜି ଶପଥ ନେଲେ ଓଡ଼ିଶାର ୩ ରାଜ୍ୟସଭା…

ଭୁବନେଶ୍ବର: ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଆଜି ଶପଥ ନେଇଛନ୍ତି । ବିଜେଡିର ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ରାଜ୍ୟସଭାରେ ବିଧିବଦ୍ଧ ଭାବେ ସଭ୍ୟ ରୂପେ ଶପଥ ନେଇଛନ୍ତି। ସେହିପରି ବିଜେପିର ଅଶ୍ବିନୀ ବୈଷ୍ଣବ ମଧ୍ୟ ଶପଥ ନେଇଥିଲେ।  ରାଜ୍ୟସଭା ଚେୟାରମ୍ୟାନ୍ ତଥା ଉପରାଷ୍ଟ୍ରପତି ତାଙ୍କୁ…

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର…

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର। ଓଡ଼ିଶାରୁ…

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ…

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ । ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଅଶ୍ବିନୀ ବୈଷ୍ଣବ । ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି।ତେବେ…

ଆଉ କେତେ ଦୁର୍ଘଟଣା ପରେ ଚେତିବେ,…

ଭୁବନେଶ୍ବର : ବାହାନଗାର ରେଳ ଦୁର୍ଘଟଣାର ଛାତିଥରା ଦୃଶ୍ୟମନରୁ ନ ଲିଭୁଣୁ ପୁଣି ଆନ୍ଧ୍ରପ୍ରଦେଶର ବିଜୟନଗରମରେ ଗତକାଲି ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌। ଏହି ଦୁର୍ଘଟଣାରେ ୧୩ ଜଣ ଯାତ୍ରୀଙ୍କ…

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଓଡିଶାରେ…

ଭୁବନେଶ୍ୱର: ଆସନ୍ତା ମାସେ ଭିତରେ ଓଡିଶାରେ ମିଳିବ ୫ଜି ସେବା । ଆସନ୍ତାବର୍ଷ ଜାନୁଆରୀ ୨୬ ପୂର୍ବରୁ ଓଡିଶାରେ ୫ଜି ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ । ଭୁବନେଶ୍ୱର ରେଲୱେ ଷ୍ଟେସନର…

ବରିଷ୍ଠ ନାଗରିକଙ୍କୁ ଏବେ ରିହାତି ଦେଇ…

ନୂଆଦିଲ୍ଲୀ: ବରିଷ୍ଠ ନାଗରିକଙ୍କୁ ରେଳବାଇ ଦେଉଥିବା ରିହାତି ଏବେ ଆଉ ଲାଗୁ କରାଯାଇ ପାରିବନି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଧବାର ସଂସଦରେ ଏହି ସୂଚନା ଦେଇଛନ୍ତି। ଲୋକସଭାରେ ମହାରାଷ୍ଟ୍ରର ସ୍ୱାଧୀନ ସାଂସଦ ନବନୀତ ରବି ରାଣାଙ୍କ ସପ୍ଲିମେଣ୍ଟ୍ରି ପ୍ରଶ୍ନର ଜବାବରେ ରେଳମନ୍ତ୍ରୀ ଏହା…

୨୦୨୨- ୨୩ ରେଳ ବଜେଟ : ଓଡ଼ିଶାକୁ ରେଳବାଇ…

ଭୁବନେଶ୍ବର: ୨୦୨୨-୨୩ କେନ୍ଦ୍ର ରେଳ ବଜେଟରେ ଓଡ଼ିଶାକୁ  ୫୮୦୨.୬୫ କୋଟି ଟଙ୍କାର ଅନୁଦାନ ମିଳିଛି। ୯ଟି ନୂଆ ରେଳ ଲାଇନ ପାଇଁ ୬୫୫ କୋଟି ଟଙ୍କା ମଞ୍ଜୁରୀ ମିଳିଛି। ରେଳ ବଜେଟରେ ଖୋର୍ଦ୍ଧା-ବଲାଙ୍ଗୀର ପ୍ରକଳ୍ପ ପାଇଁ ସର୍ବାଧିକ ୮୯୧ କୋଟି ଟଙ୍କା ମିଳିଥିବା ଜଣାପଡ଼ିଛି।- ଅନୁଗୁଳ-ସୁକିନ୍ଦା ରୁଟ୍‌…

ଆରମ୍ଭ ହେଲା ବିଏସଏନଏଲ୍ ୪ଜି ସେବା,…

ନୂଆଦିଲ୍ଲୀ:ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ବିଏସଏନଏଲ୍ ତା’ର ୪ଜି ନେଟୱର୍କର ପରୀକ୍ଷଣ କରିଛି। ଏହି ଅବସରରେ କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଏସଏନଏଲର ୪ଏ ନେଟୱର୍କରେ ପ୍ରଥମ କଲ୍ କରିଛନ୍ତି।  ସେ ଏ ନେଇ ଟ୍ୱିଟ୍ କରି  ସୂଚନା ଦେଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି ଯେ, ବିଏସଏନଏଲର…

ଭଦ୍ରକରେ ନୂତନ ରେଳ ଡିଭିଜନ କାର୍ଯ୍ୟାଳୟ…

ଭଦ୍ରକ: ଦକ୍ଷିଣ ପୂର୍ବ ରେଳବାଇର ଭଦ୍ରକ ଠାରେ ନୂତନ ରେଳବାଇ ଡିଭିଜନର କାର୍ଯ୍ୟାଳୟ ସ୍ଥାପନ ପାଇଁ ସଂସଦ ଭବନରେ ମାନ୍ୟବର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଠାରେ ଲିଖିତ ପତ୍ର ମାଧ୍ୟମରେ ଦୃଢ଼ ଦାବି ରଖିଲେ ଭଦ୍ରକର ମାନନୀୟା ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ ।ଭଦ୍ରକ ରେଳ ଷ୍ଟେସନ ହେଉଛି…

ଓଡ଼ିଶାରୁ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ…

ଭୁବନେଶ୍ବର: ମୋଦି ସରକାର ଦ୍ୱିତୀୟ ପାଳିରେ ପ୍ରଥମ କ୍ୟାବିନେଟ୍ ସମ୍ପ୍ରସାରଣରେ ଓଡ଼ିଶାରୁ ଦୁଇ ଜଣଙ୍କୁ ସ୍ଥାନ ମିଳିଛି । ଅଶ୍ୱିନୀ ବୈଷ୍ଣବ  କ୍ଯାବିନଟ ମନ୍ତ୍ରୀ ଭାବେ ଶପଥ ପାଠ ନେଇଥିବା ବେଳେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉଭୟଙ୍କୁ ମୁଖ୍ଯମନ୍ତ୍ରୀ…