ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Assembly winter session

ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ,…

ଭୁବନେଶ୍ୱର: ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ ଅଧିବେଶନ ସମୟରେ ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଗୃହ ଅଧାଦିନ ମୁଲତବୀ ରହିଥିଲା ।

ବିଧାନସଭାର ଶୀତକାଳୀନ ଅଧିବେଶନରେ…

ଭୁବନେଶ୍ବର : ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନରେ ଦିବଙ୍ଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗୃହରେ ଦିବଙ୍ଗତ ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପାଇଁ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଗୃହକୁ ଅପରାହ୍ଣ ୫ଟା ଯାଏ ମୁଲତବୀ ଘୋଷଣା…

ଆଜିଠାରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର : ଆଜିଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବେ। ନଭେମ୍ବର ୩୦ ଏବଂ ଡିସେମ୍ବର ୧ ତାରିଖ ଦୁଇଦିନ ଧରି ଗୃହରେ ବିଭିନ୍ନ…

ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ,…

ଭୁବନେମଶ୍ବର : ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଚଳିତ ଶୀତ ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥର ଶୀତ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିଛି। ବିଧାନସଭା ଶୀତ ଅଧିବେଶନ ନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।ଷୋଡଶ ବିଧାନସଭାର ୧୧ ତମ…