ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Bahuda Jatra

ବାହୁଡ଼ାରେ ଘଟିଥିବା ଅଘଟଣ ସମ୍ପର୍କରେ…

ଭୁବନେଶ୍ୱର: ତ୍ରିପୁରାରେ ବାହୁଡ଼ାରେ ଘଟିଥିବା ଅଘଟଣ ସମ୍ପର୍କରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହାଙ୍କ ସହିତ ଟେଲିଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତ ବ୍ୟକ୍ତିଙ୍କ ପରିବାରକୁ ସେ ସମବେଦନା ଜଣାଇଛନ୍ତି । ଏଭଳି ଦୁଃଖଦ ସମୟରେ ତ୍ରିପୁରାର ଲୋକଙ୍କ ପାଇଁ ଓଡ଼ିଶାବାସୀ…

ଶରଧାବାଲିରେ ଜନସମୁଦ୍ର: ୩ ରଥକୁ ଭକ୍ତିର…

ପୁରୀ: ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା । ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ଏହା ପରେ ତିନି ରଥରେ ଅଶ୍ୱ ଯୋଖା ହୋଇଥିଲା । ରଥରେ ଅଶ୍ୱଯୋଖା ହେବା ପରେ ଆରମ୍ଭ ହୋଇଥିଲା ରଥଟଣା ।…

ଦିନକ ପରେ ବାହୁଡ଼ା ଯାତ୍ରା; ଆଜି…

ପୁରୀ: ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧବିଗ୍ରହଙ୍କୁ ଦର୍ଶନ କରିପାରିବେ। ୫ଟା ପରେ…

ଆଜି ପବିତ୍ର ବାହୁଡା ଯାତ୍ରା : ଗୋଟି…

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି…

ବାହୁଡ଼ିଲେ ମହାବାହୁ; ସିଂହଦ୍ୱାର…

ପୁରୀ: ବାହୁଡ଼ିଲେ ମହାବାହୁ । ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ପହଁଚିଗଲେ ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀକ୍ଷେତ୍ରରେ ପ୍ରବଳ ବର୍ଷା ସ୍ୱତେ ତିନି ରଥ ଶ୍ରୀମନ୍ଦିର ସମ୍ମୁଖରେ ଲାଗି ଯାଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ପରି ବାହୁଡା ଯାତ୍ରା ମଧ୍ୟ ଏଥର ସଅଳ ହୋଇଛି । ରଥଟଣାରେ ଏଥର କଡ଼ାକଡ଼ି ପାଳନ…

ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ…

ପୁରୀ: ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ରତ୍ନବେଦୀ ଅଭିମୁଖେ ବାହୁଡୁଛନ୍ତି ଶ୍ରୀଜିଉ। ଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଆଗେଆଗେ ଯାଉଛନ୍ତି ବଡଭାଇ ବଳଭଦ୍ର।…

ସରିଲା ପହଣ୍ଡି , ବାଟରେ ମାଉସୀ ପାଖରୁ…

ପୁରୀ: ସରିଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ରତ୍ନବେଦୀ ଅଭିମୁଖେ ବାହୁଡିବେ ଶ୍ରୀଜିଉ। ଏଥିପାଇଁ ସରିଛି ପହଣ୍ଡି ନୀତିକାନ୍ତି। ସକାଳଧୂପ ପୂଜା ପରେ ମଙ୍ଗଳାର୍ପଣ ହୋଇଥିଲା। ଏହା ପରେ ୭ ଟା ୪୦ ରେ ଆରମ୍ଭ ହୋଇଥିଲା ବାହୁଡ଼ା ପହଣ୍ଡି। ପ୍ରଥମେ…