ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BALIJATRA

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା,…

କଟକ: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମ ମଧ୍ୟରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦଘାଟନୀ ସନ୍ଧ୍ୟାରେ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ । ଐତିହାସିକ…

ଆସନ୍ତା ନଭେମ୍ବର ୨୭ରୁ ଐତିହାସିକ କଟକ…

କଟକ : ଆସନ୍ତା ନଭେମ୍ବର ୨୭ରୁ ଐତିହାସିକ କଟକ ବାଲିଯାତ୍ରା ଅନୁଷ୍ଠିତ ହେବ। ବାଲିଯାତ୍ରା ନେଇ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ ଆଜି ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ  ନଭେମ୍ବର ୨୭ ତାରିଖ ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୮ ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା।ବିଗତ ବର୍ଷ ତୁଳନାରେ…

ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ…

କଟକ: କଟକ ବାଲିଯାତ୍ରା ଆସନ୍ତା ୧୬ ତାରିଖରେ ସରିବାକୁ ଥବାବେଳେ ଯାତ୍ରୀଙ୍କ ଉତ୍ସାହ ଓ ବ୍ୟବସାୟକୁ ଦୃଷ୍ଟିରେ ରଖି ଏହାକୁ ଆଉ ୨ ଦିନ ବୃଦ୍ଧି କରିବା ପାଇଁ କଟକ ମହାନଗର ନିଗମ ପରିଷଦ ବୈଠକରେ ଆଜି ଏକ ପ୍ରସ୍ତାବ ଗୃହିତ ହୋଇଛି। ପରିଷଦର ଏହି ନିଷ୍ପତ୍ତିକୁ ଅନୁମୋଦନ ଦେବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ…

ବାଲିଯାତ୍ରାରେ ବ୍ୟବସାୟ କରିବାକୁ ଆସି…

କଟକ: କଟକ ବାଲିଯାତ୍ରା ପୂର୍ବରୁ ମହାନଦୀରେ ଅଘଟଣ । ଗଡଗଡିଆ ଘାଟରେ ଗାଧୋଉଥିବା ବୁଡିଯାଇ ଯୁବ ବ୍ୟବସାୟୀ ନିଖୋଜ । ଉକ୍ତ ବ୍ୟବସାୟୀ ଜଣକ ବିହାରର ମହମ୍ମଦ ଈର୍ଷାଦ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ବାଲିଯାତ୍ରାରେ ବ୍ୟବସାୟ କରିବା ପାଇଁ…

ଐତିହାସିକ କଟକ ବାଲିଯାତ୍ରା ପାଇଁ ଆରମ୍ଭ…

କଟକ: ଐତିହାସିକ କଟକ ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ୍‌ ବୁକିଙ୍ଗ ପଞ୍ଜିକରଣ। କଟକ ବାରବାଟୀ ପ୍ୟାଲେସରେ ଆରମ୍ଭ। ୧୦୦୦ ବର୍ଗ ଫୁଟ ପର୍ଯ୍ୟନ୍ତ ବ୍ୟବସାୟୀମାନେ ବୁକିଙ୍ଗ ପାଇଁ କରି ପାରିବେ ପଞ୍ଜିକରଣ। ଉଭୟ ଉପର ଓ ତଳ ବାଲିଯାତ୍ରା ପଡିଆ ପାଇଁ ଆରମ୍ଭ ହୋଇଛି ପ୍ଲଟ ବୁକିଙ୍ଗ। ଗୋଟିଏ ପ୍ଲଟ ପଞ୍ଜିକରଣ…

ଚଳିତବର୍ଷ କଟକରେ ଅନୁଷ୍ଠିତ ହେବ…

କଟକ : ଚଳିତବର୍ଷ କଟକରେ ଅନୁଷ୍ଠିତ ହେବ ଐତିହାସିକ ବାଲିଯାତ୍ରା । କୋଭିଡ ମହାମାରୀ ପାଇଁ ୨ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା। ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନୀ। କୋଭିଡ୍‌ କଟକଣା କାରଣରୁ ୨ ବର୍ଷ ଧରି ବାଲି ଯାତ୍ରାର ଆୟୋଜନ କରାଯାଇ ନାହିଁ । ୨୦୨୦ରେ…

ଚଳିତ ବର୍ଷ ହେବନି କଟକ ଐତିହାସିକ…

କଟକ : ଚଳିତ ବର୍ଷ ହେବନି କଟକର ଐତିହାସିକ ବାଲିଯାତ୍ରା। କରୋନାକୁ ଦୃଷ୍ଟିରେ ରଖି ଗତବର୍ଷ ପରି ଚଳିତବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ଉପରେ ରୋକ୍ ଲଗାଇଛି ପ୍ରଶାସନ। କୋଭିଡ୍ କଟକଣାକୁ ଆଖିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ସୂଚନା ଦେଇଛନ୍ତି ।…