ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Banakalagi Rituals

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି…

ପୁରୀ: ଆସନ୍ତାକାଲି ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି । ଏହି ଅବସରରେ ଶ୍ରୀ ବିଗ୍ରହ ମାନଙ୍କ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଅତ୍ୟନ୍ତ ଗୁପ୍ତ ନୀତି…

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା…

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ତେବେ ବନକଲାଗି ନୀତି ଲାଗି ଅପରାହ୍ଣ ୫ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା…

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି…

ପୁରୀ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଦାରୁଦିଅଁ:…

ପୁରୀ: ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଦାରୁଦିଅଁ। ରବିବାର ଆଡପମଣ୍ଡପରେ ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ବେ ଲମ୍ବା ଲାଇନରେ ଘଣ୍ଟା ଘଣ୍ଟା ଛିଡା ହୋଇ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ। ଅନ୍ୟପଟେ ରାସମଣ୍ଡପରେ ରବିବାର…

ଆଜି ମହାପ୍ରଭୁଙ୍କ ବନକଲାଗି,…

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି। ଆଜି ଅଣସର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା…