ଶେଷ ଦିନିକିଆରେ ବାଂଲାଦେଶକୁ ୪୧୦ ରନର…
ଚଟ୍ଟୋଗ୍ରାମ: ଆଜି ଭାରତ-ବାଂଲାଦେଶ ମଧ୍ୟରେ ଶେଷ ତଥା ଅନ୍ତିମ ଦିନିକିଆ ମ୍ୟାଚ ଖେଳଯାଉଛି। ୩ ଟିକିଆ ସିରିଜର ଦୁଇଟି ମ୍ୟାଚରେ ପରାଜିତ ହୋଇ ସିରିଜ ହାରି ସାରିଛି ଭାରତ । ଆଜି ସମ୍ମାନ ବଞ୍ଚାଇବାକୁ ପଡ଼ିଆକୁ ଓହ୍ଲାଇଛି ଟିମ୍ ଇଣ୍ଡିଆ । ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ହରାଇ ୪୦୯ ରନ…