ବାରବାଟୀକୁ ମ୍ୟାଚ୍ ଦେଖିବାକୁ ଆସୁଥିବା…
କଟକ : ଐତିହାସିକ ବାରବାଟୀ ଷ୍ଟାଡିୟମକୁ ଅଢ଼େଇ ବର୍ଷ ପରେ ଆସିଛି ଅନ୍ତର୍ଜାତୀୟ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍। ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍କୁ ନେଇ ରାଜ୍ୟର…