ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

baragarh

ପୁରୀରୁ ଜଗା ଦର୍ଶନ ସାରି ଫେରୁଥିବା ବେଳେ…

ବରଗଡ: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ । ପଦ୍ମପୁର ବୁଡେନ୍ ସୁଲିଆ ନିକଟରେ ଘଟିଛି ଏହି ସଡକ ଦୁର୍ଘଟଣା । ଆହତ ଯାତ୍ରୀମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବସ ଯାତ୍ରୀମାନେ ପୁରୀରୁ…

ବରଗଡ଼ରେ ଗଙ୍ଗାଧର ମେହେର ଉଠାଜଳସେଚନ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ବିଭିନ୍ନ ଉନ୍ନୟନ…

ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ…

ବରଗଡ଼: ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନୀ ସମାରୋହରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲାପାଳ ମନିଷା ବାନାର୍ଜୀ, ଏସପି ପ୍ରହଲ୍ଲାଦ ମୀନା, ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ସୁରେଶ୍ୱର ଶତପଥୀ, ଗୁଣନିଧି ଦାଶ,…

‘ଆମ ଓଡିଶା ନବୀନ ଓଡିଶା’:…

ମୟୂରଭଂଜର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ – ୩୦୮୧ ପ୍ରକଳ୍ପ ବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ – ୩୧୩୫ ପ୍ରକଳ୍ପ ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି – ୯୯୧ ପ୍ରକଳ୍ପ ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ…

ଜନ୍ମମାଟିରେ ସହିଦ ଯବାନ ନୀଳାଚଳ ପଟେଲଙ୍କ…

ବରଗଡ଼: ବରଗଡ଼ରେ ପହଞ୍ଚିଲା ସହିଦ ଯବାନ ନୀଳାଚଳ ପଟେଲଙ୍କ ପାର୍ଥିବ ଶରୀର ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ପାର୍ଥିବ ଶରୀର । ଗତ ଶୁକ୍ରବାର ଦିନ ରାତ୍ରୀକାଳୀନ ପାଟ୍ରୋଲିଂ ବେଳେ ଦୁର୍ଘଟଣାରେ ନୀଳାଚଳ ପଟେଲଙ୍କ ବିୟୋଗ ହୋଇଥିଲା । ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ବାଘପାଲି ଗାଁର…

ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର…

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମ ହେବ। ୧୬ ଶହ ୭୭ କୋଟିରେ ନିର୍ମିତ ଏହି ପ୍ରକଳ୍ପ ୨୫ ହଜାର ୬ଶହ ହେକ୍ଟର ଜମିକୁ ସେଚ ଯୋଗାଇବ। ଏହାଦ୍ୱାରା ବରଗଡ଼ ଜିଲ୍ଲାର ବିଜେପୁର, ବରପାଲି, ସୋହେଲା ଓ ବରଗଡ଼ ବ୍ଲକର ଚାଷୀମାନେ ଉପକୃତ ହେବେ ।…

ବରଗଡ଼ରେ ନକଲି ଔଷଧ କାରବାରର…

ବରଗଡ଼: ବରଗଡରେ ନକଲି ଔଷଧ ବିକ୍ରି କରୁଥିବା ଜଣେ ବ୍ୟକ୍ତିକୁ ଗିରଫ କରିବା ପରେ ପୁଲିସ ବିଭାଗର ଅଧିକ ତଦନ୍ତ ପରେ ନକଲି ଔଷଧ ସବୁ ଉତ୍ତରପ୍ରଦେଶ ରାଜ୍ୟରୁ ଆସୁଥିବା ଜାଣିବାକୁ ପାଇଥିଲା । ପରେ ବରଗଡ ଏସପିଙ୍କ ନିର୍ଦ୍ଦଶ କ୍ରମେ ଏକ ଟିମ ଉତ୍ତରପ୍ରଦେଶ ରାଜ୍ୟକୁ ଯାଇ ସେଠାକାର STF ର ସହାୟତାରେ ୫ ଜଣ…

ବରଗଡ଼ରେ ଚାଞ୍ଚଲ୍ୟ: ଘର ଭିତରୁ ୩ ଜଣଙ୍କ…

ବରଗଡ: ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଆଖିଫୁଟା ଗାଁରେ ବନ୍ଦ ଘର ଭିତରୁ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ଘରେ ସ୍ବାମୀ ଓ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି। ୩ ଜଣଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଥିବା ସୂଚନା । ପାରିପାର୍ଶ୍ବିକ ସ୍ଥିତିରୁ ହତ୍ୟା ସନ୍ଦେହ କରାଯାଉଛି। ତେବେ କିଏ ଓ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ…

ବରଗଡ଼: ବରଗଡ଼ରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ବରଗଡ଼ ବସ୍ ଷ୍ଟାଣ୍ଡ ନିକଟରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ୨୦ରୁ ୨୫ ଜଣ ଯୁବକ ମାରଣାସ୍ତ୍ର ଧରି ଉକ୍ତ ଯୁବକ ଜଣଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀ ଯୁବକ ଫାଙ୍କା ଗୁଳିଚାଳନା କରିଥିବା ସୂଚନା । ଆକ୍ରମଣରେ ଆହତ…

ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ…

ଭୁବନେଶ୍ଵର:  ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ୲ ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି ୲ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ…