ଦୁଷ୍କର୍ମ ଉଦ୍ୟମକାରୀକୁ କୋଦାଳରେ ହାଣି…
ବାରିପଦା: ନିଜକୁ ରକ୍ଷା କରିବାକୁ ଯାଇ ଦୁଷ୍କର୍ମ ଉଦ୍ୟମକାରୀକୁ କୋଦାଳରେ ହାଣି ହତ୍ୟା କରିଛନ୍ତି ଜଣେ ମହିଳା। ଯାହାକି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଘଟଣାଟି ଘଟିଛି ବାରିପଦା ସଦର ଥାନା ଅନ୍ତର୍ଗତ ଗୁଞ୍ଜୁସାହି ଅଞ୍ଚଳରେ। ମୃତକ ଜଣଙ୍କ ହେଉଛନ୍ତି ଉକ୍ତ ଗ୍ରାମର ମଙ୍ଗଲ ମୁର୍ମୁ(୨୨)।…