Browsing Tag

Bay of Bengal

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ :…

ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ…

ଆସୁଛି ଆଉ ଏକ ବାତ୍ୟା ! ନେଇପାରେ ଭୀଷଣରୁ…

ଭୁବନେଶ୍ବର: ୧୦ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଭୀଷଣ ବାତ୍ୟାରେ ପରିଣତ ହେବ। ସମ୍ଭବତଃ ଏହା ଆହୁରି ଅଧିକ ଶକ୍ତିଶାଳୀ ମଧ୍ୟ ହୋଇପାରେ। ବାତ୍ୟାକୁ ଶକ୍ତିଶାଳୀ କରିବା ପାଇଁ ସମସ୍ତ ପ୍ରକାର ପାଗ ଅନୁକୂଳ ରହିଛି । ବର୍ତ୍ତମାନ ଆଣ୍ଡାମାନ ସାଗରରେ ମେଘଖଣ୍ଡ ଏକାଠି ହୋଇ ଚାଲିଛି। ଏହାଦ୍ବାରା…

ଗଭୀର ଅବପାତର ରୂପ ନେଲା ବାତ୍ୟା ଗୁଲାବ :…

ନୂଆଦିଲ୍ଲୀ: ସ୍ଥଳଭାଗ ମୁହାଁ ବାତ୍ୟା ଗୁଲାବ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସାମୂଦ୍ରିକ ଝଡ ବା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବର୍ତ୍ତମାନ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଗତିକରୁଛି । ଗୋପାଳପୁର…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ…

ଭୁବନେଶ୍ବର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଯାହା ଫଳରେ ୨୬ରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟର ପ୍ରଭାବ ବଢିବ । ଘନିଭୂତ ହୋଇ…

ଚଳିତ ମାସରେ ବଙ୍ଗୋପସାଗରରେ ୩ ଲଘୁଚାପ…

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟକୁ ଭଲ ବର୍ଷା ମିଳିବ ବୋଲି ଆଶା କରାଯାଉଛି। ଘନ ଘନ ଲଘୁଚାପ ସହିତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ଫଳରେ ରାଜ୍ୟର ଜଳଭାଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାନବା ରହିଛି। ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ହେଉଥିବାରୁ ସେପ୍ଟେମ୍ବର ତୃତୀୟ…

ଆସନ୍ତା ୨୮ରୁ ରାଜ୍ୟକୁ ଆସୁଛି ପୁଣି ଏକ…

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହା ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୪…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,…

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତ କାଲି ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ।ଏହାର ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର…

ସମ୍ଭାବ୍ୟ ବାତ୍ୟା ନେଇ ଆଲର୍ଟରେ ଓଡ଼ିଶା,…

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ସୂଚନା ଦେଇଛନ୍ତି । ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁସାରେ ଆସନ୍ତାକାଲି ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୩ ତାରିଖ ବେଳକୁ ସେଇ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇ ୨୪ରେ ବାତ୍ୟାର ରୂପ ନେଇପାରେ । ୨୬ ତାରିଖ ବେଳକୁ…

ଆସୁଛି ବାତ୍ୟା ‘ୟଶ’: ହୋଇପାରେ ଭୀଷଣ ବା…

ଆଇଏମ୍‌ଡିର ସାଇକ୍ଲୋନ୍ ୱାର୍ଣ୍ଣିଂ ସେଣ୍ଟରର ମୂଖ୍ୟ ଆର.କେ ଜେନାମଣିଙ୍କ ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସିବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଭୀଷଣ ବା ଅତିଭୀଷଣ ଆକାରର ହୋଇପାରେ । ତେବେ ବାତ୍ୟା ୟଶ କୁଆଡ଼େ ମୁହାଇଁଇବ ? ଓଡ଼ିଶା, ପଶ୍ଚିମବଙ୍ଗ ନା ବାଂଲାଦେଶ ? ବର୍ତ୍ତମାନ ସୁଦ୍ଧା ଆଇଏମଡି…

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ୨୫ରୁ ଉପକୂଳ…

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…