ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Bharat biotech

ଜାନୁଆରୀ ୨୬ରେ ଲଞ୍ଚ ହେବ ଭାରତରେ ତିଆରି…

ନୂଆଦିଲ୍ଲୀ: ଜାନୁଆରୀ ୨୬ରେ ଲଞ୍ଚ୍ ହେବ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ ବିଶ୍ଵର ପ୍ରଥମ ନାଜାଲ୍ କୋଭିଡ୍ ଟିକା । ଭାରତ ବାୟୋଟେକ ନାକରେ ପଡ଼ି ପାରୁଥିବା କୋଭିଡ୍ ଟିକା INCOVACC କୁ ଲଞ୍ଚ କରିବ। ଏନେଇ ଭୋପାଳରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ (ଆଇଆଇଏସ୍‌ଏଫ୍‌)ରେ କମ୍ପାନୀ…

କରୋନାର ଓମିକ୍ରନ ଓ ଡେଲଟା ଭାରିଆଣ୍ଟକୁ…

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କୋଭିଡ୍ -୧୯ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ତାର ରୂପ ବଦଳାଇବା ସହ ନୂଆ ନୂଆ ରୂପରେ ମାଡିଆସୁଛି।  ଏଥି ସହିତ ସମଗ୍ର ବିଶ୍ବରେ କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିବାକୁ ବୁଷ୍ଟର ଡୋଜ୍‌ ଟିକାକରଣ କରାଯାଇଛି। କିନ୍ତୁ କରୋନା ତାର ରୂପ ବଦଳାଉଥିବା ବେଳେ…

ନାଜାଲ ଟିକାର ଦ୍ୱିତୀୟ ଏବଂ ତୃତୀୟ…

ନୂଆଦିଲ୍ଲୀ: ନାଜାଲ ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନେଇ ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆ) । ଭାରତ ବାୟୋଟେକ କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଓ ରାଷ୍ଟ୍ରାୟତ୍ତ ସଂସ୍ଥା ବାୟୋଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ରିସର୍ଚ୍ଚ ଆସିଷ୍ଟାନ୍ସ…

“କରୋନାର ଆଲଫା ଓ ଡେଲଟା ଭାରିଏଣ୍ଟ…

ନୂଆଦିଲ୍ଲୀ: ମହାମାରୀ କରୋନାରୁ ବଞ୍ଚିବାର ଏକମାତ୍ର ଉପାୟ ହେଉଛି ଟିକା । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍ କରୋନାର ଆଲଫା ଓ ଡେଲଟା ଭାରିଏଣ୍ଟ ପ୍ରତି ପ୍ରଭାବଶାଳୀ ହେଉଥିବା ନେଇ ସ୍ପଷ୍ଟ କରିଛି ଆମେରିକାର ଏକ ଅନୁସନ୍ଧାନ । ସୂଚନା ଅନୁସାରେ, ଆମେରିକାର ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍…

ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ…

ନୂଆଦିଲ୍ଲୀ: କୋଭିସିଲଡ ପରେ କମିଲା କୋଭାକ୍ସିନ । ସେରମ ଇନଷ୍ଟିଚ୍ୟୁଟ ଦର କମାଇବା ପରେ ଭାରତ ବାଓଟେକ ମଧ୍ୟ ଦର କମାଇଛି । ରାଜ୍ୟ ପ୍ରତି ଡୋଜ ପିଛା ୬୦୦ ଟଙ୍କା ଥିବା ବେଳେ ୨୦୦ ଟଙ୍କା ହ୍ରାସ କରିଛି କମ୍ପାନୀ । ନୂଆ ଦର ମୁତାବକ ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ କୋଭାକ୍ସିନ । ଦର ୨୦୦ ଟଙ୍କା…