ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Bhitarakanika

‘ଭିତରକନିକା’‌‌ରେ କୁମ୍ଭୀରଙ୍କ ପାଇଁ…

ଭୁବନେଶ୍ୱର(ପ୍ରଦୀପ ଭାରତୀ): ଦେଶର ୭୦ ପ୍ରତିଶତ ବଉଳା(ଲୁଣାପାଣି) କୁମ୍ଭୀର ରହୁଥିବା ଜାତୀୟ ଉଦ୍ୟାନ ‘ଭିତରକନିକା’‌‌ରେ ଏବେ କୁମ୍ଭୀରଙ୍କ ପାଇଁ ଜାଗା ନିଅଣ୍ଟ ପଡ଼ିଲାଣି। ୨୨୦ କିଲୋମିଟର ପରିଧି ମଧ୍ୟରେ ମାତ୍ର ୯୬ଟି କୁମ୍ଭୀରଙ୍କୁ ନେଇ ୧୯୭୫‌‌‌ ମସିହାରେ ଆରମ୍ଭ ହୋଇଥିବା ବଉଳା କୁମ୍ଭୀର ସଂରକ୍ଷଣ…

ଦୀର୍ଘ ୩ ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ…

କେନ୍ଦ୍ରାପଡ଼ା: ଆଜି ଠାରୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ତିନି ମାସ ଧରି ବନ୍ଦ ରହି ଥିଲା ଭିତରକନିକା ଜାତୀୟ ଉଦ୍ୟାନ। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ଯାଏଁ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା। ଉଭୟ ପର୍ଯ୍ୟଟକ ଓ…

ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ,…

ରାଜନଗର: ସରୀସୃପଙ୍କ ନନ୍ଦନକାନନ ବିଶ୍ୱ ପ୍ରସିଦ୍ଧ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ମେ ୧…

କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠୁ ୧୪…

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ବାହାରେ ଥିବା ନଦୀ ନାଳରେ କୁମ୍ଭୀରମାନଙ୍କ ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୪ରୁ ୧୪ ତାରିଖ…

ଆଜିଠୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ…

କେନ୍ଦ୍ରାପଡ଼ା: ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଅର୍ଥାତ ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ବନ୍ଦ ରହିବ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଦୀର୍ଘ ତିନି ମାସ ଧରି ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ…

ପଟ୍ଟାମୁଣ୍ଡାଇ: ରବିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତି ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀର ଗଣନା ପାଇଁ ୧୦ ଦିନ ବନ୍ଦ ରହିବ ଭିତରକନିକା । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର…

ମାଛ ଧରିବାକୁ ଯିବା ସମୟୟର ମହିଳାଙ୍କୁ…

ଭିତରକନିକା ଜାତୀୟ ଉଦ୍ୟାନରେ ଘଟିଛି ଏକ ଅଭାବନୀୟ ଘଟଣା। ଭିତରକନିକାରେ ପ୍ରବାହିତ ହେଉଥିବା ନଦୀରୁ ଜଣେ ମହିଳାଙ୍କୁ ଝାମ୍ପି ନେଇଛି କୁମ୍ଭୀର। ମହିଷାମୁଣ୍ଡା ଫରେଷ୍ଟ ବ୍ଲକ ନିକଟ ନଦୀରେ ମାଛ ଧରିବାକୁ ନଦୀପାର ହେଉଥିବା ବେଳେ ଭେକ୍ଟା ଗାଁର ଉମାରାଣୀ ପରିଡାଙ୍କୁ କୁମ୍ଭୀର ପାଣି ଭିତରକୁ ଟାଣି…

ବାତ୍ୟା ୟସ ପ୍ରଭାବରେ ଭିତରକନିକାରେ…

ରାଜନଗର: ବଂଗୋପସାଗରରେ ସୃଷ୍ଟି ବାତ୍ୟା ୟସ ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ଭିତରକନିକା ହେନ୍ତାଳବଣରେ ବ୍ୟାପକ କ୍ଷୟକ୍ଷତି ଦେଖିବାକୁ ମିଳିଛି । ଅନେକ ବିରଳ ବୃକ୍ଷ ଭାଙ୍ଗି ପଡିଛି । ଏହାଛଡା ଭିତରକନିକାକୁ ପରିଭ୍ରମଣରେ ଆସୁଥିବା ପର୍ଯ୍ୟଟକମାନଙ୍କୁ ବଂଗୋପସାଗର କୂଳରେ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ…

ଆଜିଠୁ ବନ୍ଦ ରହିବ ଭିତରକନିକା

ଆଜିଠୁ ୩ ମାସ ଯାଏ ବନ୍ଦ ରହିବ ଭିତରକନିକା । କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ ରହିବ । ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ପ୍ରଜନନ ସମୟରେ କୁମ୍ଭୀର ମାନେ ଅଧିକ ହିଂସ୍ର…