ଭିତରକନିକା ଜାତୀୟ ଉଦ୍ୟାନରେ ଚାଲିଛି…
କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିରେ ମୋଟ ୧୭ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଟିମ୍ ରେ ୪ରୁ୬ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସକାଳ ୬ ଟାରୁ ଆରମ୍ଭ ହୋଇଛି ଗଣନା କାର୍ଯ୍ୟ। ରାଜନଗର, କନିକା, ଗହୀରମଥା , ମହାକାଳପଡ଼ା ଓ କୁଜଙ୍ଗର ୫ ଟି…