Browsing Tag

biju janata dal

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ…

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ। ଏଥିପାଇଁ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଶାସକ ବିଜେଡି ଧାମନଗର ଉପନିର୍ବାଚନ ପାଇଁ ତାର ପ୍ରାର୍ଥୀ ଘୋଷଣା କରିଛି। ଅବନ୍ତୀ ଦାସ ହୋଇଛନ୍ତି ବିଜୁ ଜନତା ଦଳର ଧାମନଗର ପ୍ରାର୍ଥୀ। ଅବନ୍ତୀ…

ବିଜେଡିର ଜନସମ୍ପର୍କ ପଦଯାତ୍ରା : ରାଜ୍ୟ…

ଭୁବନେଶ୍ୱର : ଅକ୍ଟୋବର ୨ ତାରିଖରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରୁ ବିଜୁ ଜନତା ଦଳର ଜନ ସମ୍ପର୍କ ଯାତ୍ରା ଆରମ୍ଭ ହୋଉଛି। ଆଜି ସକାଳ ୧୦ଟା ସମୟରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟରେ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି।…

ଜୀବନବ୍ୟାପୀ ସାଧନା ସମ୍ମାନ ପାଇବା ପରେ…

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷର ସମର୍ପିତ ସେବା ଓ ଜୀବନବ୍ୟାପୀ ସାଧନା ନିମନ୍ତେ ନୂଆଦିଲ୍ଲୀରେ ସମ୍ମାନିତ ହେବା ପରେ ଆଜି ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେଣୁ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ପ୍ରସ୍ତୁତ ହୋଇଛି ଓଡ଼ିଶା। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ଲାଗି ବିଜୁ…

ସଂସଦରେ ଓଡ଼ିଶାର ନାର୍ଯ୍ୟ ଦାବିକୁ…

ଭୁବନେଶ୍ୱର: ରାଜ୍ୟସଭା ପାଇଁ ୪ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ନାଁରେ ମୋହର ମାରିଛନ୍ତି । ସାମ୍ବାଦିକତାରୁ ସଫଳ ରାଜନେତା…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର…

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା । ଦଳର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି ।…

କିମିଆ କରିଛି ଐତିହାସିକ ବିଜୟ :…

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜୁ ଜନତା ଦଳକୁ ମିଳିଥିବା ଅଭୂତପୂର୍ବ ସଫଳତା ପାର୍ଶ୍ବ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ବାଚନରେ ବିପୁଳ ସଫଳତା ପରେ ଦଳର ଶକ୍ତି ଆହୁରି ବଢ଼଼ିବାରେ ଲାଗିଛି। ବିରୋଧୀ, ବିଜୟୀ ସ୍ୱାଧୀନ ଓ ଦଳରୁ ଟିକଟ ନପାଇ ମୁହଁ ମୋଡିଥିବା ନେତା ଏବେ ବିଜେଡି…

ଦଳ ବିରୋଧୀ କାର୍ଯ୍ୟ ପାଇଁ ୭ ଜଣ…

ମୟୂରଭଞ୍ଜ: ଦଳ ବିରୋଧୀ କାର୍ଯ୍ୟ କରୁଥିବା କର୍ମୀଙ୍କ ଉପରେ ଲଗାତାର ଭାବରେ ଆକ୍ସନ ନେଉଛି ବିଜୁ ଜନତା ଦଳ । ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁଁ ବିଜେଡିର ବିଭିନ୍ନ ଶାଖାରୁ ନେତାମାନଙ୍କୁ ନିଲମ୍ବନ କରାଯାଉଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଆଜି ଆଉ ୭ ଜଣଙ୍କୁ ନିଲମ୍ବିତ କରିଛି ବିଜୁ…

ବିଜୁ ଜନତା ଦଳରେ ନାହାନ୍ତି ଚିଲିକା…

ଭୁବନେଶ୍ୱର: ସାମ୍ବାଦିକ ସମ୍ମିଳନୀରେ ବିଜେଡି ରଖିଲା ସ୍ପଷ୍ଟ ମତ । ବିଜୁ ଜନତା ଦଳରେ ନାହାନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଚିଲିକା ହିଂସା ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦଳରୁ ବହିଷ୍କାର ନେଇ ଉଠୁଥିବା ବିବାଦରେ ପୂର୍ଣ୍ଣଛେଦ ଟାଣିଲେ ସାଂସଦ ସସ୍ମିତ ପାତ୍ର । ତାଙ୍କର ଦୁର୍ବ୍ୟବହାର ଏବଂ…

ରାଜ୍ୟର ସବୁ ଜିଲ୍ଲାରେ ବିଜୁ ଜନତା ଦଳ…

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାରେ ଚାଲିଛି ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ନିର୍ବାଚନ । ଚଳିତ ପଞ୍ଚାୟତ ନିର୍ବାଚନରେ ୮୫୨ ଆସନରୁ ଶାସକ ବିଜେଡି ଏକାକି ୭୬୬ ଆସନ ନେଇଥିବା ବେଳେ, ବିଜେପି ୪୨ ଓ କଂଗ୍ରେସ ୩୭ ଆସନ ପାଇଛି । ସଂଖ୍ୟା ଦୃଷ୍ଠିରୁ ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ପରିଷଦ…

ପଞ୍ଚାୟତ ନିର୍ବାଚନର ଫଳାଫଳ ବାହାରିବା…

ଭୁବନେଶ୍ୱର: ଆଜି ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ସରିଛି ମତଦାନ । ରାଜ୍ୟରେ ୫ଟି ପର୍ଯ୍ୟାୟରେ ଚାଲିଥିଲା ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଥିବାବେଳେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଛି । ଅନ୍ତିମ ପର୍ଯ୍ୟାୟ ମତଦାନ…