ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Biju Swasthya Kalyan Yojana

BSKY ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ…

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ । ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ । BSKYରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ…

ସଞ୍ଜୀବନୀ ସାଜିଲା BSKY, କର୍କଟ ରୋଗରୁ…

ଢେଙ୍କାନାଳ: ରାଜ୍ୟର ଅନେକ ଗରିବ ଶ୍ରେଣୀର ଲୋକଙ୍କର ବିଭିନ୍ନପ୍ରକାର ଜଟିଳ ରୋଗର ଚିକିତ୍ସାରେ ବରଦାନ ସାଜୁଛି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ବିନା ପଇସାରେ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇଦେଉଛି ବିଏକେଓ୍ବାଇ କାର୍ଡ । ରାଜ୍ୟ ତଥା ରାଜ୍ୟ ବାହାରେ ସୁପର…

ଗରିବଙ୍କ ପାଇଁ ସଞ୍ଜୀବନୀ ସାଜିଛି BSKY…

ଯାଜପୁର: ରାଜ୍ୟର ସମସ୍ତ ଗରିବ ଶ୍ରେଣୀର ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଆରମ୍ଭ ହୋଇଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଯେଉଁଥିରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ବେସରକାରୀ ହସ୍ପିଟାଲରେ ଉନ୍ନତ ସ୍ୱାସ୍ଥ୍ୟ ସେବା ମିଳୁଛି। ଏଥିପାଇଁ ପୁରୁଷଙ୍କୁ ବାର୍ଷିକ ୫ ଲକ୍ଷ ଓ…

ବିଏସ୍‌କେୱାଇ କାର୍ଡ ନବୀକରଣ ନାଁରେ…

ଭୁବନେଶ୍ବର : ରାଜ୍ୟର ପ୍ରତ୍ୟେକ ଗରିବ ଜନସାଧାରଣଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଭଳି ଅଭିନବ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ସ୍ୱାସ୍ଥ୍ୟ ସେବାରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ରାଜ୍ୟ। ତେବେ କିଛି…

ରାଜ୍ୟ ବିଜେପି ସାଂସଦଙ୍କ ଆଭିମୁଖ୍ୟକୁ…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ନେତୃତ୍ୱରେ ଓଡ଼ିଶାରୁ ନିର୍ବାଚିତ ବିଜେପିର ଲୋକସଭା ସାଂସଦମାନେ ଗୁରୁବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ଦାବି କରିଛନ୍ତି। ଓଡ଼ିଶା ଏହି…

ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସାଜିଛି…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରି ଏହି କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡ୍‌ବ୍ୟାକ୍‌ ମିଳିଛି। ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା…

ବିଏସ୍‌କେୱାଇ ଯୋଗୁଁ ଡାକ୍ତରଖାନାରୁ…

ତମାଣ୍ଡୋ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଉଛି। ଜଣେ ଯୁବକ ଏହି ଯୋଜନାରେ ୪ ଲକ୍ଷ ଟଙ୍କାର ସହାୟତା ପାଇବା ସହିତ ଡାକ୍ତରଖାନାରୁ ମୁକୁଳିଛନ୍ତି। ସେ ହେଉଛନ୍ତି ରାଜଧାନୀ ଉପକଣ୍ଠ ଅନ୍ଧାରୁଆ ପଞ୍ଚାୟତ ଅଧୀନ ଜଗନ୍ନାଥ ପ୍ରସାଦ ଗ୍ରାମର…

କଟକରେ ବିଏସକେୱାଇ ସ୍ମାର୍ଟ ହେଲ୍‌ଥ…

କଟକ: ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ସାମିଲ ହେଲା ସିଲଭର ସିଟି । କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୧୮ ଲକ୍ଷ ଲୋକ ଉପକୃତ ହେବେ । ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବା ସହ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ…

ଭୁବନେଶ୍ବର/ ଛତ୍ରପୁର: ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ସ୍ବାସ୍ଥ୍ୟସେବା ସହ ଯୋଡ଼ିହେବ ଗଞ୍ଜାମ। ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିବେ ।…

କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ BSKY…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ…