ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BJB College

ବିଜେବି କଲେଜର ପୂର୍ବତନ ଛାତ୍ରଙ୍କୁ…

ଭୁବନେଶ୍ବର: ବିଜେବି କଲେଜର ଜଣେ ପୂର୍ବତନ ଛାତ୍ରକୁ ପୁଲିସ କଲେଜ କ୍ୟାମ୍ପସ ମଧ୍ୟରୁ ଉଠାଇ ନେଇଛି।  ଏହାକୁ ନେଇ ବିଜେବି କଲେଜରେ ଉତ୍ତେଜନା ଦେଖାଦେଇଛି । ପୂରାତନ ଛାତ୍ର ସ୍ମୃତି ରଂଜନ ପଣ୍ଡାଙ୍କୁ ପୁଲିସ କ୍ୟାମ୍ପସ ମଧ୍ୟରୁ ଉଠାଇ ନେଇଛି। ଗତକାଲି ରାତି ପ୍ରାୟ ରାତି ୮ ଟାରୁ ୯ଟା ମଧ୍ୟରେ ସ୍ମୃତି…

ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି…

ଭୁବନେଶ୍ୱର: ସ୍ବାଧୀନତା ଦିବସରେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ପରସ୍ପର ମଧ୍ୟରେ ମୁହାମୁହିଁ ହୋଇଛନ୍ତି । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ…

ବିଜେବି ଛାତ୍ରୀ ରୁଚିକା ଆତ୍ମହତ୍ୟା…

ଭୁବନେଶ୍ବର: ବିଜେବି ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ଆଜି ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀ ସେ କହିଛନ୍ତି ଯେ, ୨ ଜୁଲାଇରେ ମାମଲା ରୁଜୁ ହୋଇଥିଲା । ତଦନ୍ତ ପାଇଁ ୩ଟି ଟିମ ଗଠନ ହୋଇଥିଲା। ତେବେ ରାଗିଂ ନେଇ ଏ ପର୍ଯ୍ଯନ୍ତ…

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି…

ଭୁବନେଶ୍ୱର: ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟାକୁ ସପ୍ତାହେ ବିତିଯାଇଛି। କିନ୍ତୁ ତାଙ୍କୁ ଆତ୍ମହତ୍ୟା କରିବା ଲାଗି ପ୍ରବର୍ତ୍ତାଇଥିବା ୩ ବରିଷ୍ଠ ଛାତ୍ରୀଙ୍କୁ ଚିହ୍ନଟ କରିପାରୁନି କମିସନରେଟ ପୁଲିସର ତଦନ୍ତକାରୀ ଦଳ। କେବଳ ପଚରାଉଚରାରେ ପୁଲିସର ତଦନ୍ତ ସୀମିତ ଯାଇଥିବା ଅଭିଯୋଗ…

ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ…

ଭୁବନେଶ୍ୱର: ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ରୁଚିକାଙ୍କୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ପୋଲିସର ହସ୍ତଗତ ହୋଇଛି ପୋଷ୍ଟମର୍ଟମ ରିପୋର୍ଟ ।…

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା…

ଭୁବନେଶ୍ବର:  ବିଜେବି କଲେଜ ଛାତୀ ରୁଚିକା ମହାନ୍ତିଙ୍କ ମୃତ୍ଯୁ ସମ୍ବନ୍ଧରେ ମାନ୍ଯବର ଗୃହରଷ୍ଚ୍ରମନ୍ତ୍ରୀ ବିବୃତି ଜାରି କରିଛନ୍ତି। ଏହାଏକ ସମ୍ବେଦନଶୀଳ ଏବଂ ଅତି ଦୁଃଖଦ ଘଟଣା।  ଏଥିଲାଗି ମୃତ ଛାତ୍ରୀଙ୍କ ପରିବାରବର୍ଗ ଓ ଆତ୍ମୀୟ ସ୍ବଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଆତ୍ମାର ସଦଗତି…

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା…

ଭୁବନେଶ୍ବର: ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । ସେ କହିଛନ୍ତି ଯେ, ଏହା ଏକ ସମ୍ବେଦନଶୀଳ ଘଟଣା । ଘଟଣାର ପୁଲିସ ତଦନ୍ତ କରୁଛି।  ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର…

ରାଗିଂ ନେଲା ଛାତ୍ରୀଙ୍କ ଜୀବନ ! ବିଜେବି…

ଭୁବନେଶ୍ୱର: ସିନିୟରଙ୍କ ରାଗିଂ ନେଲା ଛାତ୍ରୀଙ୍କ ଜୀବନ ! ଛାତ୍ରୀ ନିବାସରେ ରହୁଥିବା ରୁଚିକା ମହାନ୍ତିଙ୍କୁ କରାଯାଉଥିଲା ରାଗିଂ! ୩ ଜଣ ସିନିୟର ଛାତ୍ରୀ ତାଙ୍କୁ ଦେଉଥିଲେ ମାନସିକ ନିର୍ଯାତନା ! ଆଉ ନିର୍ଯାତନା ଅସହ୍ୟ ହେବାରୁ ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି! ଆତ୍ମହତ୍ୟା କରିବା ପୂର୍ବରୁ କିଛି…

ଜାଲ୍ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ…

ଭୁବନେଶ୍ବର: କେବଳ ଭଦ୍ରକ କଲେଜରେ ନୁହେଁ ଜାଲ୍ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ରାଜଧାନୀର ବିଜେବି ସ୍ଵୟଂଶାସିତ ମହାବିଦ୍ୟାଳୟରେ ୮ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିବା ଜଣାପଡ଼ିଛି।ମିଳିଥିବା ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁସାରେ ବିଜେବି କଲେଜ କର୍ତ୍ତୃପକ୍ଷ ଏ ନେଇ ଯାଞ୍ଚ୍…