ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BJD MP

ଶୂନ୍ୟକାଳରେ କୋଷ୍ଟାଲ ହାଇୱେ ପ୍ରସଙ୍ଗ…

ନୂଆଦିଲ୍ଲୀ: ଶୂନ୍ୟକାଳରେ କୋଷ୍ଟାଲ ହାଇୱେ ପ୍ରସଙ୍ଗ ଉଠାଇଲେ ବିଜେଡି ସାଂସଦ ମାନସ ମଙ୍ଗରାଜ । ଉପକୂଳ ରାଜପଥର ଷ୍ଟାଟସ କଣ ବୋଲି ପଚାରିବା ସହ ବିସ୍ତୃତ ପ୍ରକଳ୍ପ ରିପୋର୍ଟ କେବେ ଆସିବ ବୋଲି ପ୍ରଶ୍ନ କରିଛନ୍ତି ସାଂସଦ ମାନସ ମଙ୍ଗରାଜ । ଓଡ଼ିଶାରେ ୪୮୦ କିଲୋମିଟରର ସୁଦୀର୍ଘ ବେଳାଭୂମି ଥିବାବେଳେ ୨୦୧୫…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ବିଜେଡି…

ବାରିପଦା: ମୟୂରଭଞ୍ଜର ନାରୀ ନେତ୍ରୀ ତଥା ବିଜେଡି ରାଜ୍ୟସଭା ସାଂସଦ ମମତା ମହାନ୍ତ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟା ଭାବେ ନିଯୁକ୍ତି ପାଇଛନ୍ତି। ସୋମବାର ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭରେ ଉପାଧ୍ୟକ୍ଷ ଜଗଦୀପ ଧନକଡ ସାଂସଦ ଶ୍ରୀମତୀ ମହାନ୍ତଙ୍କ ନାମ ସମେତ ୮ ଜଣ ପ୍ୟାନେଲ ସଭ୍ୟଙ୍କ ନାମ…

ଓଡ଼ିଶାରେ ଐତିହ୍ୟ ସୁରକ୍ଷା ନେଇ ସଂସଦରେ…

ଭୁବନେଶ୍ୱର: ଓଡ଼ିଶାରେ ଐତିହ୍ୟ ସୁରକ୍ଷା ନେଇ ସଂସଦରେ ୩ ବିଜେଡି ସାଂସଦଙ୍କ ପ୍ରଶ୍ନ । କେନ୍ଦ୍ରୀୟ ସୁରକ୍ଷା ତାଲିକାରେ ଓଡ଼ିଶାର କେତେ ଐତିହ୍ୟ ରହିଛି ? ଏହି ଐତିହ୍ୟସ୍ଥଳରୁ ବାର୍ଷିକ କେତେ ରାଜସ୍ବ ସଂଗ୍ରହ ହେଉଛି ? ଐତିହ୍ୟ ସୁରକ୍ଷା ବାବଦରେ କେତେ ରାଜସ୍ବ ବିନିଯୋଗ ହୋଇଛି ? ଏଭଳି ପ୍ରଶ୍ନ…

କେନ୍ଦ୍ର ଖାଉଟି ମନ୍ତ୍ରୀଙ୍କ ନିକଟରେ…

ଭୁବନେଶ୍ୱର: ଓଡ଼ିଶାକୁ ନିରନ୍ତର କେନ୍ଦ୍ର ଅବହେଳାର ସୀମା ଟପିଛି। କୃଷି, ଜଳସେଚନ, ଖଣିଜ ସମ୍ପଦ, ରେଳବାଇ, ଜିଏସ୍‍ଟି ଭାଗ, ହସ୍ତତନ୍ତ ଓ ହସ୍ତ ଶିଳ୍ପ, ଟେଲି ଯୋଗାଯୋଗ ପ୍ରତ୍ୟେକ କ୍ଷେତ୍ରରେ ଓଡ଼ିଶା କ୍ରମାଗତ ଭାବେ କେନ୍ଦ୍ର ଅବହେଳାର ଶିକାର ହୋଇ ଚାଲିଛି। ବିଜେଡି ସାଂସଦ, ରାଜ୍ୟ ସରକାର, ବିଭାଗୀୟ ସଚିବ…

ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ: ଆଶୁ…

ନୂଆଦିଲ୍ଲୀ: କଟକ ଲୋକସଭା ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ହୃଦଘାତ ଜନିତ ଅସୁସ୍ଥତା ଅନୁଭବ କରିବାକୁ ରବିବାର ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶେଷ ଖବର ସୁଦ୍ଧା ଶ୍ରୀ ମହତାବଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ…

ପିଏମ୍ ଆବାସ ପ୍ରସଙ୍ଗରେ ପୁଣି…

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଗିରିରାଜ୍ ସିଂହଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସାଂସଦ । ସୋମବାର ନୂଆଦିଲ୍ଲୀ ସ୍ଥିତ କୃଷି ଭବନରେ ବିଜୁ ଜନତା ଦଳର ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଦୀର୍ଘ ୧ଘଣ୍ଟା ଧରି…

ଓଡ଼ିଶାରୁ ଉଷୁନା ଚାଉଳ ସଂଗ୍ରହ ନେଇ…

ନୂଆଦିଲ୍ଲୀ: ଓଡ଼ିଶାରୁ ଉଷୁନା ଚାଉଳ ସଂଗ୍ରହ କରୁ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) । ବୁଧବାର ଏ ନେଇ ବିଜେଡି ସଂସଦୀୟ ଦଳ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ବିଜେଡି ସଂସଦୀୟ ଦଳ ପକ୍ଷରୁ ପ୍ରଦାନ ସ୍ମାରକ ପତ୍ରରେ ଉଲ୍ଲେଖ ରହିଛି ଯେ, ୨୦୨୧-୨୨ ବର୍ଷ…

ଜିଲ୍ଲା ମୁଖ୍ୟ ହସ୍ପିଟାଲ ଓ ବିଭିନ୍ନ…

ଭଦ୍ରକ: ଆଜି ସଂସଦ ଭବନଠାରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମଣ୍ଡଭିୟାଙ୍କୁ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ସାକ୍ଷାତ କରି ଭଦ୍ରକ ସଂସଦୀୟ କ୍ଷେତ୍ରରେ ଜିଲ୍ଲା ମୁଖ୍ୟ ହସ୍ପିଟାଲଠାରୁ ଆରମ୍ଭ କରି ବିଭିନ୍ନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ…