ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BJD supremo Naveen Patnaik

ଡ଼ିସେମ୍ବର ୨୬ରୁ ‘୨୪’ ପାଇଁ ବିଜେଡିର…

ଭୁବନେଶ୍ୱର: ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ଡ଼ିସେମ୍ବର ୨୬ ତାରିଖରୁ ‘୨୪’ ପାଇଁ ସମରସଜ୍ଜା ଆରମ୍ଭ କରିବ ବିଜୁ ଜନତା ଦଳ। ‘ମିଶନ୍‌‌ ୨୦୨୪’ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର। ଏହା ପୂର୍ବରୁ ଆସନ୍ତା ୧୪ ତାରିଖରେ ମୁଖ୍ୟମନ୍ତ୍ରୀ ଦଳର ବରିଷ୍ଠ…

ନବୀନଙ୍କ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର…

ଭୁବନେଶ୍ବର : ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜନନାୟକ ତଥା ସାଢ଼େ ଚାରି କୋଟି ଓଡ଼ିଆଙ୍କ ହୃଦୟର ସମ୍ରାଟ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ନବୀନ ୭୭ ବର୍ଷ ପୂରଣ କରି ୭୮ ବର୍ଷର ପାଦ ଦେଇଛନ୍ତି। ସାଦାସିଧା ଜୀବନଯାପନରେ ବିଶ୍ୱାସ କରୁଥିବା ନବୀନଙ୍କ ପାଇଁ ଆଜି କେବଳ ଆଉ ଏକ ସାଧାରଣ ଦିନଟିଏ ହୋଇଥିବା…

ନବୀନ ପଟ୍ଟନାୟକଙ୍କ ସଫଳତାର ‘୫-ସ’ ସୂତ୍ର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ୭୮ବର୍ଷ ବୟସରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜନସେବାର ୨୬ ବର୍ଷ ଅତିକ୍ରମ କରିଥିବା ନବୀନ, ନିଜ ଦଳ ସହ ବିରୋଧୀଙ୍କୁ ବି ସାଥିରେ ନେଇ ଚାଲିବାରେ ସକ୍ଷମ ହୋଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କର ଅନୁଗାମୀଙ୍କ ସଂଖ୍ୟା ଅକଳନ ଏବଂ ଜାତୀୟ…

ଜନ ସମ୍ପର୍କ ପଦଯାତ୍ରାରୁ ‘ଜନ…

ଭୁବନେଶ୍ବର : ଆଜି ଗାନ୍ଧୀ ଜୟନ୍ତୀରୁ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ‘ଜନ ସମ୍ପର୍କ ପଦଯାତ୍ରା’। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ-୫୭ ସ୍ଥିତ ବରଗଡ଼ ବ୍ରିଟ୍‌‌ କଲୋନୀ ନେତାଜୀ ପଡ଼ିଆରୁ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି।…

ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ…

ଭୁବନେଶ୍ୱର : ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା ନିଯୁକ୍ତି। ନିର୍ମାଣ ଶ୍ରମିକ ସଂଘର ୩ଜଣ ମୁଖ୍ୟ ସଂଯୋଜକ ବୈଦନାଥ ଦାସ, ରାଜେନ୍ଦ୍ର ଦାସ ଓ ବଳ ରୟଙ୍କୁ ନିଯୁକ୍ତି ଦିଆଯାଇଛି। ଖଣି ଓ କୋଇଲା ଶ୍ରମିକ, ରେଳବାଇ ଶ୍ରମିକର ୩ ମୁଖ୍ୟ ସଂଯୋଜକ ସୁଶାନ୍ତ ବେହେରା, କୁନା ବିହାରୀ ଦାସ, ପଞ୍ଚାନନ…

ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି…

ଭୁବନେଶ୍ୱର: ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏହି ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଆସନ୍ତା ୭ରେ ଝାରସୁଗୁଡ଼ା ଯିବେ ବିଜେଡ଼ି…

ଝାରସୁଗୁଡ଼ା : ଆସନ୍ତା ୭ ତାରିଖରେ ଝାରସୁଗୁଡା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଝାରସୁଗୁଡାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରି ଦୀପାଳିଙ୍କ ପାଇଁ ସମର୍ଥନ ଲୋଡ଼ିବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ…