ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

bjd

୩୮ ଜଣିଆ ନିର୍ବାଚନୀ ଇସ୍ତାହାର କମିଟି…

ଭୁବନେଶ୍ବର: ବିଜେଡି ଇସ୍ତାହାର କମିଟି ଗଠିତ । ୩୮ ଜଣିଆ ନିର୍ବାଚନୀ ଇସ୍ତାହାର କମିଟି ଗଠନ କଲା ବିଜୁ ଜନତା ଦଳ। ଏହି ଇସ୍ତାହାର କମିଟିରେ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ରହିଥିବା ବେଳେ ୬ ଜଣଙ୍କୁ ସହ-ଅଧ୍ୟକ୍ଷ ଦାୟିତ୍ବ ପ୍ରଦାନ କରାଯାଇଛି। ଦେବୀପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି,…

ବିଜେଡ଼ିରେ ସାମିଲ ହେଲେ ଭଦ୍ରକ…

ଭଦ୍ରକ: ଭଦ୍ରକ ପୌରାଧ୍ୟାକ୍ଷା ଗୁଲମୁଖି ହବିବ ବିଜେଡିରେ ସାମିଲ ହୋଇଛନ୍ତି। ନିଜର ଶତାଧିକ ସମର୍ଥକଙ୍କସହ ସେ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ଭାବେ ଭଦ୍ରକରୁ ଜିତିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ…

ବିଜେପି ଛାଡି ବିଜେଡିରେ ସାମିଲ ହେଲେ…

ଭୁବନେଶ୍ବର: ଆଜି ବିଜେପି ଛାଡି ବିଜେଡିରେ ସାମିଲ ହେଲେ ଭୃଗୁ ବକ୍ସିପାତ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ। ଭୃଗୁ ବକ୍ସିପାତ୍ର ବିଜେପି ଉପସଭାପତି, ସାଧାରଣ ସମ୍ପାଦକ ଥିଲେ।…

ବିଜେଡିରେ ଯୋଗଦେଲେ ଜଗତସିଂହପୁରର…

ଭୁବନେଶ୍ବର : ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଚିରଞ୍ଜୀବ ଓ ତାଙ୍କର ହଜାର ହଜାର ସମର୍ଥକ ମାନଙ୍କୁ ଦଳକୁ…

ରାଜ୍ୟରେ ଯୁବ ସଶକ୍ତିକରଣ ଏବଂ ବିକାଶକୁ…

ଭୁବନେଶ୍ୱର: ରାଜ୍ୟରେ ଯୁବ ସଶକ୍ତିକରଣ ଏବଂ ବିକାଶକୁ ଅଗ୍ରାଧିକାର। ଯୁବ ପିଢିର ବିକାଶ ପାଇଁ ବହୁ ପଦକ୍ଷେପ ନେଇଛନ୍ତି ନବୀନ ସରକାର। ୨୦୨୧ରେ ଯୁବପିଢ଼ିଙ୍କ ପାଇଁ ଏକାଧିକ ଯୋଜନା କରିଛନ୍ତି ସରକାର। ଏହାସହ ଯୁବପିଢ଼ିର ବିକାଶ ପାଇଁ ବହୁ ପଦକ୍ଷେପ ନେଇଛନ୍ତି । ଯେମିତିକି ଆଇଟି, ବିପିଓ କ୍ଷେତ୍ର ପାଇଁ…

ଓଡ଼ିଶାବାସୀଙ୍କ ସମର୍ଥନ ଓ ନବୀନ…

ଭୁବନେଶ୍ବର: ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ ବିଜେଡି। ଦଳ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଏକାକୀ ଲଢ଼ିବ। ଏନେଇ ସୋସିଆଲ ମଡିଆ ଏକ୍ସରେ ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ନିର୍ବାଚନରେ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ…

ଭୁବନେଶ୍ଵର: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତ । ଗୁରୁତର ଅବସ୍ଥାରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି…

ବିଜେଡିରେ ଯୋଗଦେଲେ ଖଡିଆଳ ବିଧାୟକ…

ଭୁବନେଶ୍ବର: ବିଜେଡିରେ ଯୋଗଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ। ଶଙ୍ଖ ଭବନରେ ପହଞ୍ଚି ଆଜି ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡ଼ିରେ ସାମିଲ ହୋଇଛନ୍ତି ଅଧିରାଜ। ଏଥିସହ ଖଡିଆଳ, ବୋଡେନ ବ୍ଲକ ଚେୟାରମ୍ୟାନ ଓ ସିନାପାଲି ବ୍ଲକ ଚେୟାରମ୍ୟାନ ବିଜେଡ଼ିରେ…

ନବୀନ ନିବାସରେ ସରିଲା ବିଜେଡିର…

ଭୁବନେଶ୍ବର: ନବୀନ ନିବାସରେ ଶେଷ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ନିର୍ବାଚନ ତାରିଖ ଘୋଷଣା ହେବାକୁ ଆଉ କିଛିଦିନ ବାକି ଥିବାବେଳେ ନିର୍ବାଚନମଣ୍ଡଳୀର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେଇଥିଲେ ବିଭିନ୍ନ ଜିଲ୍ଲାରେ ନିୟୋଜିତ ଥିବା ଦଳର ପର୍ଯ୍ୟବେକ୍ଷକ। ପ୍ରତି ନିର୍ବାଚନମଣ୍ଡଳୀରେ ଦଳର ସ୍ଥିତି ନେଇ…

ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ…

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ। ଏଥିରେ ଦଳର ସମସ୍ତ ଜିଲ୍ଲା ପର୍ଯ୍ୟବେକ୍ଷକ ଓ କୋର କମିଟି ସଦସ୍ଯ ସାମିଲ ହୋଇଛନ୍ତି। ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ…