Browsing Tag

BJP MLA Jayanarayan Mishra

ବିରୋଧୀ ଦଳ ନେତା ହେଲେ ଜୟନାରାୟଣ ମିଶ୍ର,…

ଭୁବନେଶ୍ୱର: ବିରୋଧୀ ଦଳ ନେତା ହେଲେ ସମ୍ୱଲପୁର ବିଧାୟକ ଜୟନାରାୟଣ ମିଶ୍ର। ବିଜେପି ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ତାଙ୍କ ନାଁ ଘୋଷଣା ହୋଇଛି । ବିଜେପିର ଓଡ଼ିଶା ଦାୟିତ୍ୱରେ ଥିବା ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ଘୋଷଣା କରିଛନ୍ତି। ବର୍ତ୍ତମାନର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ…