ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

blast

ପଶ୍ଚିମବଙ୍ଗ ସାହାରାରେ ବାଣ କାରଖାନାରେ…

ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା…

ଇଟାଲୀର ମିଲାନ୍‌ ସହରରେ ଭୟଙ୍କର…

ନୂଆଦିଲ୍ଲୀ: ଇଟାଲୀ ମିଲାନ ସହରରେ ଭୟଙ୍କର ବିସ୍ଫୋରଣ । ମିଲାନ ସିଟି ସେଣ୍ଟରରେ ହୋଇଛି ଏହି ବିସ୍ଫୋରଣ ।ବିସ୍ଫୋରଣ ଏତେ ଭୀଷଣ ଥିଲା ଯେ ଆଖାପାଖରେ ପାର୍କିଂ ହୋଇଥିବା ଅନେକ ଗାଡ଼ି ଜଳି ପାଉଁଶ ହୋଇଯାଇଛି। ବିସ୍ଫୋରଣରେ ଜଣେ ଆହତ ହୋଇଥିବା ବେଳେ କାହାରି ମୃତ୍ୟୁ ହୋଇ ନଥିବା ଜଣାପଡ଼ିଛି । ଘଟଣାସ୍ଥଳରେ…

ଖୋର୍ଦ୍ଧା ଭୁଷଣ୍ଡପୁରରେ ବାଣ…

ଖୋର୍ଦ୍ଧା/ଭୁଶୁଣ୍ଢପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡପୁରରେ ବାଣ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏ ନେଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ସୂଚନା ଦେଇଛନ୍ତି।ଆହତଙ୍କ ମଧ୍ୟରେ ଭୁଶୁଣ୍ଢପୁରର…

ଗ୍ୟାସ୍ ସିଲିଣ୍ଡର ଫାଟି ଭୁଶୁଡ଼ିଲା ଘରର…

ବ୍ରହ୍ମପୁର: ଗ୍ଯାସ ଟାଙ୍କି ବିସ୍ଫୋରଣରେ ଭୁଶୁଡିଲା ଘର। ପ୍ରଚଣ୍ଡ ବିସ୍ଫୋରଣରେ ଘର କାନ୍ଥ ଓ ଛାତ ଭୁଶୁଡି ପଡ଼ିଛି। ଏହି ବିସ୍ଫୋରଣରେ ୨ ଜଣ ଆହତ ହୋଇଛନ୍ତି। ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ଅଘଟଣ ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ…

ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ: ୧…

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲି ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ସିକ୍ୟୁରିଟି ଗାର୍ଡ ବୋଲି ଜଣାପଡ଼ିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ…

ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ;…

ମୁମ୍ବାଇ: ମହାରାଷ୍ଟ୍ରର ରତ୍ନାଗିରି ଜିଲ୍ଲା ଶିଳ୍ପାଞ୍ଚଳର ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ କାରଖାନାରେ ୪୦ ରୁ ୫୦ ଜଣ ଲୋକ ଫସି ରହିଥିବା ବେଳେ…