ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Bomb Blast

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…

ବାଙ୍କୀ: ବାଙ୍କୀ ଥାନା ଅନ୍ତର୍ଗତ ଭେଡ଼ା ରାମଚନ୍ଦ୍ରପୁର ଗାଁରେ ବୋମାମାଡ଼। ବୋମାମାଡ଼ରେ ୬ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପ୍ରଥମେ ବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୨ ଜଣକ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।…

ଜମିଜମା ବିବାଦକୁ ନେଇ ବ୍ୟବସାୟୀଙ୍କ…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆରେ ଅଭାବନୀୟ ଘଟଣା ଘଟିଛି। ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ବ୍ୟବସାୟୀ ଭାଇଙ୍କ ଉପରକୁ ବୋମାମାଡ଼ ହୋଇଛି । ବୋମାମାଡରେ ବ୍ୟବସାୟୀ ରଚିତ୍ରାନନ୍ଦ ସାମନ୍ତରାୟ ଆହତ ହୋଇଛନ୍ତି। ରଚିତ୍ରାଙ୍କ ଗୋଡ଼ ଉପରକୁ ବୋମା ମାଡ଼ ହୋଇଛି । ତାଙ୍କ…

ଭୟଙ୍କର ବୋମା ବିସ୍ଫୋରଣରେ ଥରିଲା…

ନୂଆଦିଲ୍ଲୀ: ନାଇଜେରିଆରେ ଭୟଙ୍କର ବୋମା ବିସ୍ଫୋରଣ । ବୋମା ବିସ୍ଫୋରଣରେ ୫୦ରୁ ଉର୍ଦ୍ଧ୍ବ ଲୋକ ମୃତ୍ୟୁବରଣ କରିଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟ ନସାରାଓ୍ବା ବେନ୍ୟୁ ଅଞ୍ଚଳରେ ବୋମା ବିସ୍ଫୋରଣ…

ରାଜଧାନୀରେ ବୋମାମାଡ଼, ସିସିଟିଭିରେ କଏଦ…

ଭୁବନେଶ୍ବର: ରାଜଧାନୀରେ ବୋମାମାଡ଼। ସହୀଦ ନଗର ରୂପାଲି ଛକ ନିକଟରେ ଥିବା ଡ଼ଲଫିନ ଜୋତା ସୋରୁମରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। କେହି ଦୁର୍ବୃତ୍ତ ବୋମା ଫିଙ୍ଗି ଫେରାର ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ସହିଦନଗର ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି । ସିସିଟିଭିରେ ବୋମାମାଡ଼ ବେଳର ଦୃଶ୍ୟ କଏଦ…

ଆଫଗାନିସ୍ତାନର ଏକ ଧାର୍ମିକ ସ୍କୁଲରେ…

କାବୁଲ: ଆଫଗାନିସ୍ତାନର ଏକ ମଦରାସା ବା ଧାର୍ମିକ ସ୍କୁଲ ଭିତରେ ଭୟଙ୍କର ବୋମା ବିସ୍ଫୋରଣ ଘଟି ପ୍ରାୟ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୦ରୁ ଉର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଆଫଗାନିସ୍ତାନର ସମାଙ୍ଗନ ଅଞ୍ଚଳର ମଧ୍ୟଭାଗରେ ଅବସ୍ଥିତ ଆଇବାକ ସହରରେ ଏହି ବିସ୍ଫୋରଣ ଘଟିଛି। ଆହତମାନଙ୍କୁ ତୁରନ୍ତ ମେଡିକାଲକୁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା…

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ବଢ଼େଇ କେରା ଗ୍ରାମରେ ଆଜି ବୋମା ମାଡ଼ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ଜଣାପଡ଼ିଛି। ତିନଟି ବୋମା ମାଡ଼ ହୋଇଥିବା ବେଳେ ଦୁଇଟି ଅଫୁଟା ବୋମା ଜବତ କରିଛି ପୁଲିସ। ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖିଛି ପୁଲିସ ।

ଲାହୋରରେ ଭୟଙ୍କର ବୋମା ବିସ୍ଫୋରଣ; ତିନି…

ଇସଲାମାବାଦ: ପାକିସ୍ତାନର ଲାହୋରରେ ଘଟିଛି ଭୟଙ୍କର ସିରିଜ ବୋମା ବିସ୍ଫୋରଣ। ପାକିସ୍ତାନ ଲାହୋରର ଅନାରକଲି ଅଞ୍ଚଳରେ ଏହି ବିସ୍ଫୋରଣ। ଏକ ଶକ୍ତିଶାଳୀ ବୋମା ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅତିକମରେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ…