ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BrajarajNagar

ବିବାହ ପରେ ଶାଶୁଘରକୁ ଯିବା ବାଟରେ…

ବ୍ରଜରାଜନଗର: ବ୍ରଜରାଜନଗର ଥାନା ଗାନ୍ଧିଛକ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।  ବିବାହ ପରେ ବର କନ୍ୟା ଶାଶୁଘରକୁ ଯିବା ବାଟରେ ବାନ୍ତି ଲାଗୁଚି କହି କାରରୁ ଓହ୍ଲାଇ ପ୍ରେମିକ ସହ ଫେରାର ମାରିଛି କନ୍ୟା। ପରେ କନ୍ୟାର ସାନ ଭଉଣୀଙ୍କ ସହିତ ବିବାହ କଲା ବର। କନ୍ୟା ଫେରାର ନେଇ…

ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା…

ଝାରସୁଗୁଡ଼ା : ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି ।…

ବ୍ରଜରାଜନଗର ଫାଇଟ୍‌ ପୂର୍ବରୁ ବିରୋଧୀଙ୍କ…

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ଆହୁରି ପ୍ରାୟ ୧୦ ଦିନ ବାକି। ନିର୍ବାଚନରେ ରେକର୍ଡ଼ ବ୍ୟବଧାନରେ ବିଜୟୀ ହେବାକୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଦଳବଳ ଧରି ବ୍ରଜରାଜନଗରରେ ଡେରା ପକାଇଛନ୍ତି। ଖରା ତାତି ସହ ତାଳ ଦେଇ ନିର୍ବାଚନ ପ୍ରଚାର ପାରଦ…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର…

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା । ଦଳର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି ।…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି…

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ…

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା…

ବ୍ରଜରାଜନଗର ରେଳ ଷ୍ଟେସନରେ ଟ୍ରେନ ରହଣି…

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ବ୍ରଜରାଜନଗର ରେଳ ଷ୍ଟେସନରେ ଟ୍ରେନ ରହଣି ଦାବି ନେଇ ସ୍ଥାନୀୟ ନାଗରିକ ମଞ୍ଚ ତରଫରୁ ରେଳରୋକୋ ଆନ୍ଦୋଳନ କରା ଯାଇଛି । ଆଜି ସକାଳ ୬ ଟାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଆନ୍ଦୋଳନ ଚାଲିବ ବୋଲି ଘୋଷଣା କରାଯାଇଛି। ବ୍ରଜରାଜନଗର ରେଳ ଷ୍ଟେସନରେ ଅହମଦାବାଦ ଏକ୍ସପ୍ରେସ,…

ବ୍ରଜରାଜନଗର ଉପନିର୍ବାଚନ: ପ୍ରାପ୍ତ…

ଭୁବନେଶ୍ୱର: ମେ’ ୩୧ରେ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଜୁନ ୩ ରେ ଭୋଟ୍ ଗଣତି ହେବ । ଆଜିଠୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ମେ ୧୧ ପର୍ଯ୍ଯନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ ୧୨ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ…

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର…

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ…