BSKY ରେ ଜାଲିଆତି ଧରିବାକୁ ସ୍ୱତନ୍ତ୍ର…
ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ଜାଲିଆତି ରୋକିବା ସହିତ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ସର୍ବୋତ୍ତମ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ଅନୁଧ୍ୟାନ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ। ବିଭିନ୍ନ ତାଲିକାଭୁକ୍ତ ଡାକ୍ତରଖାନାରେ ନିୟମିତ କାଗଜପତ୍ର ଓ ଭିତ୍ତିଭୂମି…