ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BSKY

ପୋଲିସ କବଜାରେ BSKY କାର୍ଡ ରାକେଟ;…

କଟକ : ପୋଲିସ କବଜାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ରାକେଟ । ରାକେଟକୁ ଧରିଲା ବାୟାଳିଶ ମୌଜା ଥାନା ପୋଲିସ । ଦଲାଲ ସମେତ ହସ୍ପିଟାଲ ମାଲିକକୁ ମିଶାଇ ମୋଟ୍‌ ୫ ଜଣଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କଠାରୁ ଏକାଧିକ ବିଏସକେୱାଇ କାର୍ଡ ଜବତ କରାଯାଇଛି ।ବିଏସକେୱାଇ ହିତାଧିକାରୀମାନଙ୍କୁ…

BSKYରେ ଯୋଡି଼ହେଲା ଆଉ ୨୯ ହସ୍ପିଟାଲ,…

ଭୁବନେଶ୍ୱର: ଓଡିଶା ସରକାରଙ୍କ ଅଭିନବ ଗୁଣାତ୍ମକ ସାର୍ବଜନିନ ସ୍ବାସ୍ଥ୍ୟ ସେବା ଯୋଜନା BSKY ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି। ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଆଜି ଆନ୍ତରିଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ପ୍ରତିଶ୍ରୁତି…

ବିଏସକେୱାଇରେ ୬.୩୧ ଲକ୍ଷ ଲୋକଙ୍କୁ…

ଭୁବନେଶ୍ବର :  ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ବୟନ…

ରାଜ୍ୟ ବିଜେପି ସାଂସଦଙ୍କ ଆଭିମୁଖ୍ୟକୁ…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ନେତୃତ୍ୱରେ ଓଡ଼ିଶାରୁ ନିର୍ବାଚିତ ବିଜେପିର ଲୋକସଭା ସାଂସଦମାନେ ଗୁରୁବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ଦାବି କରିଛନ୍ତି। ଓଡ଼ିଶା ଏହି…

ସମଗ୍ର ବିଶ୍ବ ଶୁଣିବ…

ଭୁବନେଶ୍ବର : ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ଯୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ…

ସଫଳ ହେଉଛି ରାଜ୍ୟ ସରକାରଙ୍କ ପରିକଳ୍ପନା:…

ଯାଜପୁର: ବଞ୍ଚିବାର ନୂଆ ରାହା ଦେଖାଉଛି BSKY । ଗରିବଙ୍କ ପାଇଁ ବରଦାନ ପାଲଟିଛି ବିଏସକେଓ୍ବାଇ ସ୍ମାର୍ଟ କାର୍ଡ । ସୁସ୍ଥ ହେଉଛନ୍ତି ଗୁରୁତର ରୋଗୀ ।  ସଫଳ ହେଉଛି ରାଜ୍ୟ ସରକାରଙ୍କ ପରିକଳ୍ପନା । ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନା ସ୍ମାର୍ଟକାର୍ଡରେ ଉପକୃତ ହେଉଛନ୍ତି ଗରିବ ହିତାଧିକାରୀ । ଯାଜପୁର…

ବିଜୁ ସ୍ୱାସ୍ଥ୍ୟ କାର୍ଡ ପାଇଁ ଜୀବନ…

ଯଶିପୁର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ଗରିବ ଲୋକଙ୍କର ସାହାରା ହୋଇଛି। ଅର୍ଥ ଅଭାବରୁ ବହୁ ଲୋକ ସଠିକ ସ୍ୱାସ୍ଥ୍ୟ ସେବା ପାଇବାରୁ ବଞ୍ଚିତ ହେଉଥିଲେ। ମାତ୍ର ଏହି ସମସ୍ୟାକୁ ଉପଲବ୍ଧି କରି ଓଡ଼ିଶାର ପ୍ରିୟ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କାର୍ଡ ଦେଇ ଲୋକଙ୍କୁ ସହଯୋଗର ହାତ…

ବିଏସ୍‌କେୱାଇ ଯୋଗୁଁ ଡାକ୍ତରଖାନାରୁ…

ତମାଣ୍ଡୋ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଉଛି। ଜଣେ ଯୁବକ ଏହି ଯୋଜନାରେ ୪ ଲକ୍ଷ ଟଙ୍କାର ସହାୟତା ପାଇବା ସହିତ ଡାକ୍ତରଖାନାରୁ ମୁକୁଳିଛନ୍ତି। ସେ ହେଉଛନ୍ତି ରାଜଧାନୀ ଉପକଣ୍ଠ ଅନ୍ଧାରୁଆ ପଞ୍ଚାୟତ ଅଧୀନ ଜଗନ୍ନାଥ ପ୍ରସାଦ ଗ୍ରାମର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ…

ଭୁବନେଶ୍ୱର : ଓଡ଼ିଶା ସ୍ୱାସ୍ଥ୍ୟ ସେବାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ଼ ଯୋଜନା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଏହି ଯୋଜନାର ସୁଫଳ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚିବା ନେଇ ଉପୁଜୁଥିବା ସମସ୍ୟାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ରାଜ୍ୟର ଉପାନ୍ତ ଓ ଅପହଞ୍ଚ ଅଞ୍ଚଳଗୁଡ଼ିକରୁ ଉତ୍ତମ…

ରାସନ କାର୍ଡଧାରୀଙ୍କ ପାଇଁ ରାଜ୍ୟ…

ଭୁବନେଶ୍ୱର: ରାସନ କାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋଭିଡ଼ ସହାୟତା ପ୍ରଦାନ କରିବାକୁ ଯାଉଛନ୍ତି ସରକାର । ପ୍ରତ୍ୟେକ ରାସନକାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ହଜାରେ ଟଙ୍କା । କାଳିଆ ଟଙ୍କା ଭଳି ଏହି ସହାୟତା ସିଧାସଳଖ ହିତାଧିକାରୀଙ୍କ…