ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

bus accident

ନିର୍ବାଚନ ଡ୍ୟୁଟିରୁ ଫେରିବାବେଳେ ଓଲଟିଲା…

ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା…

ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ…

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ଦୁର୍ଘଟଣ। । ଅନୁଗୁଳରୁ ଏକ ରିଜର୍ଭ ବସ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଅଞ୍ଚଳକୁ ଶ୍ରମିକ ମାନଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟିରେ ପିଟି ହୋଇଥିଲା। ଫଳରେ ବସର ସମ୍ମୁଖଭାଗ ନଷ୍ଟ ହେଇ ଯାଇଥିବା ବେଳେ ଚାଳକ ଗୁରୁତର ଆହତ…

ଭାରସାମ୍ୟ ହରାଇ ନୂଆପଡା ଛକରେ ଓଲଟିଲା…

ରେଢାଖୋଲ: ଭାରସାମ୍ୟ ହରାଇ ନୂଆପଡା ଛକରେ ଓଲଟିଲା ଯାତ୍ରୀବାହି ସିଭମ ବସ୍ । ସମ୍ବଲପୁର ଜିଲ୍ଲା ଚାରମାଳ ସୁଖାନାଳ ଠାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁଯାୟୀ, ଏକ…

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା…

ମୋହନା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।…

ବସକୁ ପଛ ପଟୁ ଧକ୍କା ଦେଲା ଆଉ ଏକ ବସ୍,…

ଜଳେଶ୍ଵର: ତୀର୍ଥଯାତ୍ରୀ ବସକୁ ପଛ ପଟୁ ଧକ୍କା ଦେଲା ଆଉ ଏକ ତୀର୍ଥଯାତ୍ରୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ନିକଟରେ ଘଟିଛି ଏହି ସଡକ ଦୂର୍ଘଟଣା। ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ତଦନ୍ତ କରିବା ସହ ଉଭୟ ବସରେ ଥିବା ୫୦ରୁ ଉର୍ଦ୍ଧ୍ବ…

ବସକୁ ପଛପଟୁ ଧକ୍କା ଦେଲା ଟ୍ରକ;…

ଜଳେଶ୍ଵର: ବସକୁ ପଛପଟୁ ଧକ୍କାଦେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୪୦ରୁ ଅଧିକ ଯାତ୍ରୀ । ଟ୍ରକ୍ ଧକ୍କାରେ ଯାତ୍ରୀବାହି ବସ୍ ପ୍ରଧାନ ବସ ଦୁର୍ଘଟଣାଗ୍ରସ୍ତ । NH 60 ଜଳେଶ୍ଵର ଥାନା ଶାନ୍ତିଆ ବାଇପାସ ନିକଟରେ ଘଟିଛି ଦୁର୍ଘଟଣା। ବସକୁ ପଛପଟୁ ଧକ୍କା ଦେଲା ଟ୍ରକ । ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ…

ଦୁଇ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ…

ବାଲେଶ୍ୱର: ମୁହାଁମୁହିଁ ଧକ୍କାହେଲା ଦୁଇଟି ଘରୋଇ ବସ୍‌ । ଦୁର୍ଘଟଣାରେ ୧୪ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଅଛନ୍ତି । ବାଲେଶ୍ୱର ସଦର ଥାନା ତାମୁଳିଆ ବ୍ରିଜ ନିକଟରେ ଏହି ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରୋଇ…

ବାଂଲାଦେଶରେ ବସ ଦୁର୍ଘଟଣା: ୧୯ ମୃତ,…

ଢାକା: ବାଂଲାଦେଶର ମଦାରିପୁର ଜିଲ୍ଲୀ କୁତୁବପୁରରେ ଅଞ୍ଚଳ ପଦ୍ମା ବ୍ରିଜ୍ ଅପ୍ରୋଚ୍ ରୋଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ଯ ଜାରି ରଖିଛନ୍ତି ।ପୁଲିସ…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ…

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ଜଣଙ୍କ ରାଇରଙ୍ଗପୁରର ନିଳାମ୍ବର ମହାନ୍ତ  ( ୫୦)  ବୋଲି ଜଣାପଡ଼ିଛି। ଖବର ପାଇ କୁଳିଅଣା ପୁଲିସ…

ପ୍ରବଳ କୁହୁଡି ଯୋଗୁଁ ଭାରସାମ୍ଯ ହରାଇ…

ଖୋର୍ଦ୍ଧା: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ନାଇଟକୋଚ ଏସି ବସ । ପ୍ରବଳ କୁହୁଡି କାରଣରୁ ବସଟି ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ଯ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଭୋରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।…