ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

BusAccident

ରାଜସ୍ଥାନ ଦଉସାରେ ବ୍ରିଜରୁ ଖସିଲା ବସ୍;…

ରାଜସ୍ଥାନ: ରବିବାର ରାତିରେ ରାଜସ୍ଥାନର ମର୍ମନ୍ତୁଦ ଦୁର୍ଘଟଣା । ରାଜସ୍ଥାନ ଦଉସାରେ ବ୍ରିଜରୁ ଖସିଲା ବସ୍, ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଆହତ ହୋଇଛନ୍ତି ।  ହରିଦ୍ୱାରରୁ ଜୟପୁର ଯାଉଥିବା ଏକ ବସ୍‌ ଗତ ରାତିରେ ୨୧ ନଂ ଜାତୀୟ ରାଜପଥ ଅତିକ୍ରମ କରୁଥିଲା। ରାତି ପ୍ରାୟ ୨ଟା ପରେ ଡ୍ରାଇଭର ଗାଡ଼ି…

ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହେଲା…

ବାରିପଦା: ବାରିପଦା ୧୮ନଂ ଜାତୀୟ ରାଜପଥର ବେତନଟୀ ଥାନା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧୀନ ରାଗ୍ଧା କଲେଜ ଛକ ଅନତି ଦୂରରେ ଏକ ଘରୋଇ ଯାତ୍ରୀବାହୀବସ ମଧ୍ୟାହ୍ନରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସର ୬/୭ଜଣ ଯାତ୍ରୀ ଆହତ ହୋଇଛନ୍ତି । ସୂଚନା ମୁତାବକ ଓଆର-୧୧କେ- ୩୪୫୧ ନମ୍ବର ବିଶିଷ୍ଟ…

ଭାରସାମ୍ୟ ହରାଇ ରାସ୍ତାତଳକୁ ଖସିଲା…

ଢେଙ୍କାନାଳ: କାମାକ୍ଷାନଗର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହି ବସ, ଅଳ୍ପକେ ବର୍ତିଲେ ଯାତ୍ରୀ। ରୋଡମାଷ୍ଟର ନାମକ ଯାତ୍ରୀବାହୀ ବସ ପାଲହଡାରୁ ଯାତ୍ରୀନେଇ ଭୁବନେଶ୍ୱର ଯାଉଥିବାବେଳେ ବିଜାଡିହ ଛକନିକଟରେ ରାସ୍ତାତଳକୁ ଖସିଯାଇଥିଲା। ସୁଚନା ମୁତାବକ ଆଜି ଭୋର ସମୟର " ରେଡମାଷ୍ଟର "…

ଇଟାମାଟି ନିକଟରେ ବସ ଦୁର୍ଘଟଣା, ଜଣେ…

ନୟାଗଡ଼ : ନୟାଗଡ଼ ଜିଲ୍ଲା ଇଟାମାଟି ନିକଟସ୍ଥ ଜାତୀୟ ରାଜପଥରେ ମଙ୍ଗଳବାର ଭୋର ସମୟରେ ଏକ ବସ ଦୁର୍ଘଟଣା ଗସ୍ତ ହୋଇଛି । ଏନଏଚ ପାଶ୍ୱର୍ରେ ଠିଆ ହୋଇଥିବା ଏକ ମାର୍ବଲ ବୋଝେଇ ଟ୍ରକରେ ପଛ ପାଖରେ ବସ ପିଟି ହୋଇଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁ ବରଣ କରିଥିବା ବେଳେ ୫ ଜଣ ଗୁରୁତର ଆହାତ ହୋଇଛନ୍ତି…