କ୍ୟାମେରମ୍ୟାନ ମାନସ ସ୍ୱାଇଁ…
ଭଦ୍ରକ: ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ଟିମ ଆଜି ପୁଣି ଥରେ ଭଦ୍ରକ ସ୍ୱତନ୍ତ୍ର ଉପକାରଗାରରେ ପହଞ୍ଚି ୨ ଅଭିଯୁକ୍ତକୁ ଜେରା କରୁଛନ୍ତି । ମାନସ ସ୍ୱାଇଁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ସମେତ ୭ ଜଣ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ…