ବରଗଡ଼ବାସୀଙ୍କୁ BSKY କାର୍ଡ ବାଣ୍ଟିଲେ…
ବରଗଡ଼: ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ସ୍ମାର୍ଟ ବରଗଡ଼ । ବିଜେପୁରରୁ ବରଗଡ଼ ପାଇଁ ଅଙ୍କା ହେଲା ବିକାଶର ବ୍ଲୁପ୍ରିଣ୍ଟ । ବିଜେପୁରରୁ ଶୁଭିଲା ବିକାଶର ଶଙ୍ଖନାଦ । ସ୍ୱାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେଲା ବରଗଡ଼ ଜିଲ୍ଲା ।…