ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CBSE

ଆଜିଠୁ ଆରମ୍ଭ ହେଉଛି ସିବିଏସ୍‌ଇ ଦଶମ ଓ…

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି କେନ୍ଦ୍ରିୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭାରତ ସମେତ ୨୬ଟି ଦେଶରେ ସମୁଦାୟ ୩୯ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ସକାଳ ୧୦.୩୦ରୁ…

ପ୍ରକାଶ ପାଇଲା ‘ସିବିଏସ୍‌ଇ’ ଦଶମଶ୍ରେଣୀ…

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ରହିଛି ୯୩.୧୨ ପ୍ରତିଶତ । ଗତବର୍ଷ ଅପେକ୍ଷା ୧.୨୮ ପ୍ରତିଶତ କମ୍ ରହିଛି ପାସ୍‌ ହାର । ଝିଅଙ୍କ ପାସ୍ ହାର ୯୪.୨୫% ରହିଥିବାବେଳେ ପୁଅଙ୍କ ପାସ୍ ହାର ରହିଛି ୯୨.୨୭% । ୯୯.୯୧% ପାସ୍ ହାର ସହ ତ୍ରିବେନ୍ଦ୍ରମ୍…

ଫେବୃଆରୀ ୧୫ରୁ ସିବିଏସଇର ଦଶମ ଓ ଦ୍ବାଦଶ…

ଭୁବନେଶ୍ବର: CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଫେବୃଆରୀ ୧୫ରୁ CBSEର ଦଶମ ଓ ଦ୍ବାଦଶ ଶ୍ରେଣୀ ପରକ୍ଷା ଆରମ୍ଭ ହୋଇ ୫ ଏପ୍ରିଲ ଯାଏ ଚାଲିବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବ। ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରଲ ୫ରେ ଶେଷ ହେବ ।  ତେବେ ଜାନୁଆରୀ ୨ ରୁ ୧୪…

ଫେବୃଆରୀ ୧୫ରୁ ହୋଇପାରେ ସିବିଏସଇ ଦଶମ ଓ…

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼(ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ଆସନ୍ତା ଫେବୃଆରୀରୁ ମାର୍ଚ୍ଚ ମାସ ମଧ୍ୟରେ ଅନୁଷ୍ଠିତ ହେବ। ତେବେ ଜାନୁଆରୀ ଶେଷ ସପ୍ତାହରେ ପ୍ରାକ୍ଟିକାଲ୍‍ ପରୀକ୍ଷା ଅନୁଷ୍ଠିତ ହେବ। ଯଦିଓ ସିବିଏସଇ ପକ୍ଷରୁ ଏନେଇ…

ତାନ୍ୟା ସିଂହ ଓ ଯୁବାକ୍ଷୀ ବିଗ୍…

ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇଛି ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ । ଚଳିତ ବର୍ଷ ପାସ୍ ହାର ୯୨.୭୧ % ରହିଛି । ତେବେ ସିବିଏସ୍‌ଇ ଦ୍ୱାଦଶରେ ମଧ୍ୟ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ । ଦ୍ୱାଦଶରେ ୯୪.୫୪% ଛାତ୍ରୀ ପାସ୍ କରିଥିବାବେଳେ ୯୧.୨୫ % ଛାତ୍ର ପାସ୍ କରିଛନ୍ତି । ସେହିପରି ୩୩…

ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ…

ନୂଆଦିଲ୍ଲୀ: ଭୁଲ ପ୍ରଶ୍ନ ପାଇଁ ମିଳିଲା ଫୁଲ ମାର୍କ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାର ସମାଧନ ହୋଇଛି। ଉତ୍ତର ଦେବାକୁ ଚେଷ୍ଟା କରିଥିବା ପିଲାଙ୍କୁ ଫୁଲ୍ ମାର୍କ ମିଳିଲା। ଏକ୍ସପର୍ଟ କମିଟି ରିପୋର୍ଟ ଆଧାରରେ…

ଏପ୍ରିଲ ୨୬ରୁ ସିବିଏସଇର ଦଶମ ଓ ଦ୍ବାଦଶ…

ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ…

ବିବାଦୀୟ ପ୍ରଶ୍ନକୁ ହଟାଇଲା ସିବିଏସଇ:…

ନୂଆଦିଲ୍ଲୀ: ସିବିଏସ୍‌ଇ ଦଶମ ପରୀକ୍ଷାର ଇଂରାଜୀ ପ୍ରଶ୍ନପତ୍ରରେ ପଚରାଯାଇଥିବା ବିବାଦୀୟ ପ୍ରଶ୍ନ ଉପରେ ଏକ ବଡ଼ ଧରଣର ଉତ୍ତେଜନା ପରେ ସୋମବାର ବୋର୍ଡ ଏହାକୁ ପ୍ରତ୍ୟାହାର କରିଦେଇଥିବା ଜଣାପଡ଼ିଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) କହିଛି ଯେ ଦଶମ ଶ୍ରେଣୀ ଇଂରାଜୀ ପେପର୍‌ରେ ପ୍ୟାସେଜ୍‌…

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ । ପାସ ହାର ରହିଛି ୯୯.୦୪ ପ୍ରତିଶତ । ଛାତ୍ରଛାତ୍ରୀମାନେ cbseresults.nic.in ଓ cbse.gov.iରୁ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ କରୋନା ଯୋଗୁ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ…

ଆଜି ଦିନ ୧୨ଟାରେ ପ୍ରକାଶ ପାଇବ ସିବିଏସଇ…

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ । ଦିନ ୧୨ଟାରେ ଘୋଷଣା ହେବ ରେଜଲ୍ଟ । ଏନେଇ ସିବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ cbseresults.nic.in ଓ cbse.gov.iରୁ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ କରୋନା ଯୋଗୁ ଦଶମ ଶ୍ରେଣୀ ପରୀକ୍ଷା ବାତିଲ…