ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Chhatisgarh

ଛତିଶଗଡ ବିଜାପୁର ଠାରେ…

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି ।…

ଆଜି ଆସିବ ୪ ରାଜ୍ୟର ନିର୍ବାଚନ ଫଳାଫଳ:…

ନୂଆଦିଲ୍ଲୀ: ଆଜି ଆସିବ ୪ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ। କଡ଼ା ସୁରକ୍ଷା ଭିତରେ ଆରମ୍ଭ ହୋଇଛି ଗଣତି। ପ୍ରଥମେ ପୋଷ୍ଟାଲ ବାଲାଟର ଗଣନ କରାଯାଉଛି । ତା'ପରେ ଇଭିଏମ୍‌ ମେସିନରୁ ଗଣତି ଆରମ୍ଭ…

ଗୋଟିଏ ଟ୍ରାକରେ ଦୁଇ ଟ୍ରେନ, ଟଳିଲା ଆଉ…

ଛତିଶଗଡ଼: ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ୍। ଟଳିଲା ଆଉ ଏକ ବଡ ଧରଣର ରେଳ ଦୁର୍ଘଟଣା । ଗୋଟିଏ ଟ୍ରାକରେ ମାଲଗାଡ଼ି ଓ ମେମୁ ଟ୍ରେନ । ତେବେ ଦୁହେଁ ପରସ୍ପର ସହ ଧକ୍କା ହେବାରୁ ଅଳ୍ପକେ ବର୍ତ୍ତି ଯାଇଛି । ବିଳାସପୁରରୁ ଏକ ପାସେଞ୍ଜର ମେମୁ ଟ୍ରେନ ଜୟରାମ ନଗରରୁ ଆସୁଥିବାବେଳେ ସାମ୍ନା ଟ୍ରାକରେ ଆରପଟୁ ଏକ…

ଭାଣିଜୀ ବିବାହରେ ଧୁମ୍‌ ନାଚୁଥିଲେ…

ରାୟପୁର: ଖୁସିର ଆନନ୍ଦ ଭିତରେ ଦୁଃଖର ଲହରୀ । ହସଖୁସିର ମୁହୂର୍ତ୍ତରେ ହଠାତ୍ ପଡିଗଲା ପୂର୍ଣ୍ଣଚ୍ଛେଦ । ଭାଣିଜୀ ବାହାଘରରେ ନାଚୁ ନାଚୁ ଚାଲିଗଲା ମାମୁଁଙ୍କ ପ୍ରାଣ । ଭାଣିଜୀ ବିବାହରେ ଧୁମ୍‌ ନାଚୁଥିଲେ ଇଞ୍ଜିନିୟର ମାମୁଁ, ହଠାତ୍‌ ବସିପଡ଼ି ଟଳିପଡ଼ିଲେ । ଏଥିରେ ତାଙ୍କର ମୃତ୍ୟୁ ଘଟୁଛି। ଏପରି ଏକ ହୃଦୟ…

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବାବେଳେ…

ଛତିଶଗଡ଼: ସ୍କୁଲ ଛୁଟି ପରେ ଘରକୁ ପହଁରୁଥିଲେ କୁନି କୁନି ଛାତ୍ର, ମାତ୍ର ଅଧା ବାଟରେ ଜଗିଥିଲା ଯମ । ସ୍କୁଲ ଛୁଟି ହେବା ପରେ ଖୁସିମନରେ ଅଟୋରେ ଘରକୁ ଫେରୁଥିବାବେଳେ ମଝି ରାସ୍ତରେ ଅଟୋ ଉପରେ ମାଡିଗଲା ଟ୍ରକ । ଦୁର୍ଘଟଣାରେ ୭ ଜଣ ଛାତ୍ର ମୃତ୍ୟୁବରଣ କରିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।…

ଛତିଶଗଡରେ ଚୂନ ପଥର ଖଣି ଭୁଶୁଡି ୭ ମୃତ,…

ରାୟପୁର: ଆଜି ଛତିଶଗଡର ବସ୍ତର ଜିଲ୍ଲାରେ ଥିବା ଏକ ଚୂନ ପଥର ଖଣିରେ ବଡ ଧରଣର ଅଘଟଣ ଘଟିଛି । ବସ୍ତରର ମାଲଗାଓଁରେ ଚୂନ ପଥର ଖଣି ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି | ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟଜାରି ରହିଛି।କୁହାଯାଉଛି ଯେ…

ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ଗୁଳିରେ ୩…

ରାଞ୍ଚି: ଓଡିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଅଞ୍ଚଳରେ ଏନ୍‌କାଉଣ୍ଟର । ସୁରକ୍ଷାବାହିନୀଙ୍କ ଗୁଳିରେ ତିନି ମାଓବାଦୀ ନିହତ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି ।ସୂଚନା ଅନୁସାରେ, ଛତିଶଗଡ଼ ସୀମାନ୍ତ ବିଜାପୁର…

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲା…

ଛତିଶଗଡ: ଡାକ୍ତରଖାନାରୁ ଡିସଚାର୍ଜ ହେଲା ରାହୁଲ । ସୁସ୍ଥ ହେବାପରେ ଛତିଶଗଡ଼ ବିଳାସପୁର ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେଲେ ରାହୁଲ । ଜାଞ୍ଜିଗିର୍ ଚାମ୍ପାର ପିହିରିଦ୍ ଗାଁରେ ଖେଳୁଥିବା ସମୟରେ ୬୦ ଫୁଟ ବୋରୱେଲରେ ଖସିପଡ଼ିଥିଲା ରାହୁଲ । ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ରାହୁଲଙ୍କୁ ବୋରଓ୍ୱେଲ ମଧ୍ୟରୁ…

ଭତ୍ତା ପାଇଁ ୯୦୦ କି.ମି ଯାତ୍ରା…

ରାୟପୁର: ଏକବିଂଶ ଶତାଦ୍ଦୀର ଅତ୍ୟାଧୁନିକ ଯୋଗାଯୋଗ ଯୁଗରେ ଜଣେ ୯୫ ବର୍ଷୀୟ ବିଧବା ଲଳିତା ଦେବୀ ଭତ୍ତା ପାଇଁ ୯୦୦ କି.ମି ଯାତ୍ରା କରିବା ଅନେକଙ୍କୁ ବିସ୍ମିତ କରିଛି। ଛତିଶଗଡର ଏହି ବୃଦ୍ଧା ମହିଳାଙ୍କୁ ମାସକୁ ୬ ହଜାର ଟଙ୍କା ଭତ୍ତା ମିଳୁଛି। ଏହି ଭତ୍ତା ଆଣିବା ପାଇଁ ସେ ପ୍ରତି ତିନିମାସରେ ଥରେ ୯୦୦…