ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Chhattisgarh

ନିର୍ବାଚନ ଡ୍ୟୁଟିରୁ ଫେରିବାବେଳେ ଓଲଟିଲା…

ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା…

ଛତିଶଗଡରେ ମୋରମ ଖଣିକୁ ଖସିଲା ବସ୍: ୧୨…

ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି।ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ…

କୃଷି ବିଶ୍ବବିଦ୍ୟାଳୟ ଦ୍ବାରା ପ୍ରସ୍ତୁତ:…

ରାୟପୁର: ଛତିଶଗଡ଼ ଇନ୍ଦିରା ଗାନ୍ଧୀ କୃଷି ବିଶ୍ବବିଦ୍ୟାଳୟରେ ଧାନର ଏକ ନୂତନ କିସମ ପ୍ରସ୍ତୁତ କରାଯାଇଛି। ଏହା ସ୍ତନ କର୍କଟ ରୋଗ ପାଇଁ ଉପକାରୀ ହେବ ବୋଲି କୃଷି ବିଶ୍ବବିଦ୍ୟାଳୟ ବୈଜ୍ଞାନିକମାନେ କହିଛନ୍ତି। ଧାନର ଏହି କିସମର ନାମ ‘ସଞ୍ଜୀବନୀ’ ଦିଆଯାଇଛି। ଏହି ଧାନ ରୋଗପ୍ରତିରୋଧକ କ୍ଷମତା ବଢ଼ାଇବା…

ଆସିଲା ୫ ରାଜ୍ୟର ଏକଜିଟ୍ ପୋଲ୍‌ ,…

ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ୨୦୨୩ ର ବୁଥ ବାହୁଡ଼ା ମତ ବା ଏକଜିଟ୍ ପୋଲ୍ ର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି।  ଡିସେମ୍ବର ୩ ତାରିଖ ରବିବାର ୫ଟି ରାଜ୍ୟର ଫଳାଫଳ ପ୍ରକାଶ ପାଇବ।ରାଜସ୍ଥାନରେ ମୋଟ ୨୦୦ଟି ଆସନ ଥିବାବେଳେ ୧୯୯ଟିରେ…

ମଧ୍ୟପ୍ରଦେଶର ୨୩୦ ଆସନ ଓ ଛତିଶଗଡ଼ର ୭୦…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ବିଧାନସଭାର ମୋଟ ୨୩୦ଟି ଆସନ ସମେତ ଛତିଶଗଡରେ ଅନ୍ତିମ ପର୍ଯ୍ୟାୟ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ମଧ୍ୟପ୍ରଦେଶରେ ୨୩୦ଟି ବିଧାନସଭା ଆସନ ଲାଗି ମୋଟ ୫.୬ କୋଟି ମତଦାତା ଭୋଟ ଦେବେ। ସେମାନଙ୍କ ମଧ୍ୟରେ ପ୍ରଥମଥର ଲାଗି ୨୩ ଲକ୍ଷରୁ ଅଧିକ ଯୁବ ଭୋଟର ପ୍ରଥମଥର ଲାଗି ମତଦାନ…

ଛତିଶଗଡ଼ ଓ ମିଜୋରାମରେ ଆରମ୍ଭ ହୋଇଛି…

ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲଙ୍ଗାନା, ଛତିଶଗଡ଼ ଏବଂ ମିଜୋରାମ ଆଦି ୫ ରାଜ୍ୟର ବହୁ ପ୍ରତୀକ୍ଷିତ ବିଧାନସଭା ନିର୍ବାଚନ ପ୍ରକ୍ରିୟା ଆଜି ଠାରୁ ଆରମ୍ଭ ହୋଇଛି। ମଙ୍ଗଳବାର ଛତିଶଗଡ଼ର ପ୍ରଥମ ପର୍ଯ୍ୟାୟ ମତଦାନ ସହିତ ମିଜୋରାମ ବିଧାନସଭା ପାଇଁ ମତଦାନ ଜାରି ରହିଛି। ୯୦ ଆସନ ବିଶିଷ୍ଟ ଛତିଶଗଡ଼…

ଛତିଶଗଡ଼ କଂଗ୍ରେସରେ ହଲଚଲ: ବିଧାନସଭା…

ରାୟପୁର: ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡ଼ କଂଗ୍ରେସ ସରକାରରେ ହଲଚଲ। ଟିଏସ୍‌ ସିଂହଦେଓଙ୍କୁ ଛତିଶଗଡ଼ର ଉପମୁଖ୍ୟମନ୍ତ୍ରୀ କରାଯାଇଛି। ଏହାକୁ ନେଇ ଛତିଶଗଡ଼ ରାଜନୀତି ପୁଣି ଚଳଚଞ୍ଚଳ ହୋଇଉଠିଛି। ଛତିଶଗଡ଼ରେ ଭୁପେଶ ବାଘେଲ ମୁଖ୍ୟମନ୍ତ୍ରୀ ଅଛନ୍ତି। ଆଗକୁ ରାଜ୍ୟ ରାଜନୀତିରେ ସମୀକରଣ ବଦଳିବ ବୋଲି ଆଶା…

ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ଟ୍ରକ,…

ଛତିଶଗଡ଼: ଛତିଶଗଡ଼ର ବାଲୋଦା ବଜାର ଭାଟାପାରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏକ ଯାତ୍ରୀବାହୀ ଭ୍ୟାନ୍‌କୁ ଏକ ଟ୍ରକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ୫ ମହିଳା ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୨୫ ଜଣ ଗୁରୁତର…

ଛତିଶଗଡ଼ ଦାନ୍ତେୱାଡାରେ ମାଓବାଦୀଙ୍କ…

ଛତିଶଗଡ଼: ଛତିଶଗଡ଼ ଦାନ୍ତେୱାଡାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟଣା। ୩ ଜିଲ୍ଲାରେ ହାଇ ଆଲର୍ଟ ବଳବତ୍ତର ରହିଥିବା ପୋଲିସ ଡିଜିଙ୍କ ସୂଚନା। କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ହାଇ ଆଲର୍ଟ। ପଡୋଶୀ ଜିଲ୍ଲାକୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି। ସର୍ଚ୍ଚ ଓ କମ୍ବିଂ ଅପରେସନକୁ ଜୋରଦାର…

ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ…

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ଗୁଳିରେ ୩ ଯବାନ ସହିଦ ହୋଇଥିବା ନେଇ ସୂଚନା ମିଳିଛି । ଗୁଳିମାଡରେ ୨ଜଣ ଯବାନ ଗୁରୁତର ମଧ୍ୟ ହୋଇଛନ୍ତି । ମାଓବାଦୀଙ୍କ ଆମ୍ବୁସରେ ଯବାନମାନେ ଫସି ଯାଇଥିବା ଜଣାପଡିଛି । ସହିଦ ହୋଇଥିବା ୩…