ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Chief Minister naveen patnaik

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୭ଟାରେ ବୈଠକ ବସିବା ନେଇ ସୂଚନା । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ, ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି…

ସମ୍ବଲପୁର ଓ ବ୍ରହ୍ମପୁରରେ ମୋ ବସ୍ ସେବାର…

ଭୁବନେଶ୍ବର: ସମ୍ବଲପୁର ଓ ବ୍ରହ୍ମପୁରରେ ଗଡ଼ିଲା ମୋ ବସ୍। ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବସ୍ ସେବାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୃଟ୍ ଅନ୍ତର୍ଗତ ମୋ ବସ୍ ସେବା ସବୁ ବର୍ଗର ଲୋକଙ୍କ ପାଇଁ ବେଶ୍ ସହାୟକ ହେଉଥିବାରୁ ସମ୍ବଲପୁରବାସୀ ଓ  ବ୍ରହ୍ମପୁରବାସୀ ଖୁସି ବ୍ୟକ୍ତ କରିଛନ୍ତି।…

ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ…

ଭୁବନେଶ୍ବର: ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମା’ମାନେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ କହିଛନ୍ତି ଯେ, ଗତ ୨୦ ବର୍ଷ ମଧ୍ୟରେ ଓଡିଶାର ମହିଳାମାନେ ବହୁତ ଉପରକୁ ଉଠି ପାରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିବଦ୍ଧତାର ସହ ଉଦ୍ୟମ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:…

ଭୁବନେଶ୍ବର: ସେବା ପ୍ରଦାନକାରୀ ଏଜେନ୍ସି ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି।  ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ  ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ…

ଗୋଟିଏ ଦିନରେ ଲୋକଙ୍କ ସମସ୍ୟାର ହେଲା…

ଭୁବନେଶ୍ୱର : ନବୀନ ପଟ୍ଟନାୟକ ସରକାରଙ୍କ ଇତିହାସ। ଗୋଟିଏ ଦିନରେ ଲୋକଙ୍କ ସମସ୍ୟାର ହେଲା ସମାଧାନ। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଗୁଳ ଜିଲ୍ଲାର କିଶୋର ନଗର ଅନ୍ତର୍ଗତ ବଡପଡିଆ ଓ ଛେଣ୍ଡିପଦାର…

ଭୁବନେଶ୍ୱର ଗୋଠପାଟଣାଠାରେ ପ୍ରଥମ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ କଳା, ସଂସ୍କୃତି ଓ ବିକାଶର…

ଆଜି ପଞ୍ଚାୟତିରାଜ ଦିବସ; ସାକାର ହେଉଛି…

-ଗାଁରୁ ସହରକୁ ସମ୍ପର୍କ ଯୋଡ଼ିଛି ବିଜୁ ସେତୁ, ଲକ୍ଷ୍ମୀ ବସ୍‌‌ -ଗାଁ ଗାଁରେ ଖୋଲିଛି ‘ଆମ ବ୍ୟାଙ୍କ’, ଦୁଆରେ ମିଳୁଛି ଭତ୍ତା -‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଆଣିଛି ଡିଜିଟାଲ ଭିତ୍ତିଭୂମି -ହାତପାଆନ୍ତାରେ ମିଳିଛି ଶିକ୍ଷା, ସ୍ୱାସ୍ଥ୍ୟ, ପରିବହନ ସେବା -ମା'ଙ୍କୁ ସ୍ୱାବଲମ୍ବୀ, ଆର୍ଥିକ ସ୍ୱଚ୍ଛଳ…

୪ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ଓ ୫…

ଭୁବନେଶ୍ବର: ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ…

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ…

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।  ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ…