ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର-…
ଭୁବନେଶ୍ୱର: ସଂହତି ଓ ପ୍ରୟାସ ଯୋଜନାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬୮ଟି ନୂଆ ଛାତ୍ରାବାସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ର ଓ ଛାତ୍ରୀ ନିବାସ ରହିଛି । ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି-…