ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Chief Minister Naveen

ଜନ ସମ୍ପର୍କ ପଦଯାତ୍ରାରୁ ‘ଜନ…

ଭୁବନେଶ୍ବର : ଆଜି ଗାନ୍ଧୀ ଜୟନ୍ତୀରୁ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ‘ଜନ ସମ୍ପର୍କ ପଦଯାତ୍ରା’। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ-୫୭ ସ୍ଥିତ ବରଗଡ଼ ବ୍ରିଟ୍‌‌ କଲୋନୀ ନେତାଜୀ ପଡ଼ିଆରୁ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି।…

୨୪ରେ ପୁଣି ନବୀନ ସରକାର,ରାଜନୀତିରେ ନବୀନ…

ଭୁବନେଶ୍ବର : ୨୦୨୪ରେ ପୁଣି ଓଡ଼ିଶାରେ ହେବ ନବୀନ ପଟ୍ଟନାୟକଙ୍କ ସରକାର। ୨୬ବର୍ଷର ରାଜନୈତିକ ଜୀବନରେ ନବୀନ ପଟ୍ଟନାୟକଙ୍କ ସେବା, ସଂସ୍କାର ଓ ବିକାଶର ମନ୍ତ୍ର ପାଇଁ ସେ ଅପରାଜେୟ ଓ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପରିଗଣିତ ହୋଇଆସୁଛନ୍ତି। ଗର୍ବ, ଅହଙ୍କାର, ଔଦ୍ଧତ୍ୟ, ହିଂସା, ଦ୍ୱେଷ ଆଦିରୁ ବ୍ୟକ୍ତିଗତ…

ଓଡ଼ିଶାରେ ଶିଳ୍ପ ବିକାଶର ଏକ ନୂଆ ଯୁଗ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଏକ ସପ୍ତାହ ବ୍ୟାପୀ ଜାପାନ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ…

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା…

ଭୁବନେଶ୍ବର/ବରଗଡ : ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ିହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବରଗଡରେ ଜନସାଧାରଣଙ୍କୁ ସମ୍ବୋଧିତ କରିବା…

ଲୋକପ୍ରିୟତାରେ ନବୀନ ପୁଣିଥରେ ଏକ ନମ୍ବର…

ଭୁବନେଶ୍ବର : ପୁଣିଥରେ ଲୋକପ୍ରିୟତା ଦୃଷ୍ଟିରୁ ନବୀନ ପଟ୍ଟନାୟକ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ପକ୍ଷରୁ କରାଯାଇଥିବା ‘ମୁଡ୍‍ ଅଫ୍‍ ଦ ନେସନ୍‍’ ସର୍ଭେରେ ନିଜ ରାଜ୍ୟରେ ୭୩ ଦଶମିକ ୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ସନ୍ତୁଷ୍ଟ…

କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ,…

ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା…

ମାଲକାନଗିରିର ୨୫ କୋଟି ଟଙ୍କାର ପ୍ରକଳ୍ପ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ…

ଆରମ୍ଭ ହେଲା ଜାତୀୟ ଭିଜିଲାନ୍ସ ସଚେତନତା…

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ। ଏହା ସମଗ୍ର ଦେଶ ସମେତ ରାଜ୍ୟରେ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଏକ ଉନ୍ନତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ ଗଠନ” ଚଳିତ ବର୍ଷର ବିଷୟବସ୍ତୁ ରହିଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏହି କାର୍ଯ୍ୟକ୍ରମ…

ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ…

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ପାଲଟିଛି। ରାଜ୍ୟର ଦୁର୍ଗମ ଅଞ୍ଚଳର ରୋଗୀମାନେ ମଧ୍ୟ ସୁପର ସ୍ପେସାଲିଷ୍ଟ ଚିକିତ୍ସା ପାଇବାରେ ସକ୍ଷମ ହେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ହୃଦରୋଗ, କିଡନୀ ଓ ଗ୍ୟାଷ୍ଟ୍ରୋଲୋଜି ଭଳି ବିଭାଗର…

‘ରାଜର୍ଷି’ ନବୀନ @ ୭୭ : ଯାତ୍ରା…

ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜନନାୟକ ତଥା ସାଢ଼େ ଚାରି କୋଟି ଓଡ଼ିଆଙ୍କ ହୃଦୟର ସମ୍ରାଟ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ନବୀନ ୭୬ ବର୍ଷ ପୂରଣ କରି ୭୭ ବର୍ଷର ପାଦ ଦେଇଛନ୍ତି। ତେବେ ଏହି ୭୭ ବର୍ଷ ମଧ୍ୟରୁ ଓଡ଼ିଶାବାସୀଙ୍କ ସେବାରେ ୨୫ ବର୍ଷରୁ ଅଧିକ ସମୟ ଦେଇଛନ୍ତି ନବୀନ । ଲୋକମାନଙ୍କ ଭଲପାଇବା ଓ…