Browsing Tag

Chief Minister

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ…

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ…

ବିଧାନସଭାରେ ବିରୋଧୀଙ୍କୁ କଡା ଜବାବ ଦେଲେ…

ଭୁବନେଶ୍ୱର:  ବିଧାନସଭାରେ ବିରୋଧୀଙ୍କୁ କଡା ଜବାବ ଦେଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଆଇନ ଶୃଙ୍ଖଳା ଠିକ ନଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଇନ ଶୃଙ୍ଖଳା ଠିକ ନଥିବା କଥା ଅବାସ୍ତବ । କାରଣ ଆଇନ ଶୃଙ୍ଖଳା ନଥିବା ରାଜ୍ୟରେ ପୁଞ୍ଜି ନିବେଶ ହୁଏ…

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା…

ଭୁବନେଶ୍ବର/ବରଗଡ : ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ିହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବରଗଡରେ ଜନସାଧାରଣଙ୍କୁ ସମ୍ବୋଧିତ କରିବା…

ଗ୍ରାମୀ ପୁରସ୍କାର ବିଜେତା ରିକି…

ଭୁବନେଶ୍ବର: ବିଶ୍ବରେ ଲୋକପ୍ରିୟ ହେଉଛି ଓଡ଼ିଶାର ଖାଦ୍ୟ ମାଣ୍ଡିଆ। ଓଡ଼ିଶା ମିଲେଟ୍ ମିଶନକୁ ନେଇ ଗ୍ରାମୀ ପୁରସ୍କାର ବିଜେତାଙ୍କ ଗୀତକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା ମିଲେଟ୍ ମିଶନ ଏବେ ପୁରା ଦେଶରେ ରାଜ୍ୟର ନାଁକୁ ଗୌରବାନ୍ବିତ କରାଇଛି। ଆମ କ୍ଷେତ ଓ ପ୍ଲେଟକୁ ପୁଣି…

ବିଏମ୍‌ସି ଗୃହ ପ୍ରବେଶ କରାଇବେ…

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏମସି ନୂଆ ବିଲ୍ଡିଂ ଉଦ୍‌‌ଘାଟନ କରିବେ। ସନ୍ଧ୍ୟା ୫ଟା ବେଳେ ମୁଖ୍ୟମନ୍ତ୍ରୀ ଏହି ଆଇସିଓଏମସି ବିଲ୍ଡିଂର ବିଏମସି କାର୍ଯ୍ୟାଳୟ ଉଦ୍‌‌ଘାଟନ କରିବାକୁ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହା ପରେ ବିଏମ୍‌‌ସି କାର୍ଯ୍ୟାଳୟର ଠିକଣା ବଦଳିବ। କଳ୍ପନା ଛକରୁ…

କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ…

କଟକ: ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ। କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ। ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ…

ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ବିଭିନ୍ନ…

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହକି ବିଶ୍ବକପ ପାଇଁ ସର୍ବଦଳୀୟ ବୈଠକ…

ଭୁବନେଶ୍ବର: ହକି ବିଶ୍ବକପକୁ ରହିଲା ଆଉ ଏକ ମାସରୁ କମ୍‌ ସମୟ । ବିଶ୍ବକପକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟା ୫ଟାରେ ବସିବ ଅଲ୍‌ ପାର୍ଟି ମିଟିଂ। ଲୋକସେବା ଭବନ କନଭେନସନ ହଲ୍‌ରେ ବସିବ ବୈଠକ । ଉଭୟ…

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ମାନଙ୍କ…

ଭୁବନେଶ୍ବର : ରାଜ୍ୟର କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ମାନଙ୍କ କଲ୍ଯାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା କରିଛନ୍ତି। ପ୍ରତି ତୋଳାଳୀଙ୍କୁ ପ୍ରଥମ ଦଫାରେ ୧୦୦୦ ଟଙ୍କା ଓ ସଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ମିଳିବ । ତାେଳାଳୀ ଓ କର୍ମଚାରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯାେଜନାରେ ସାମିଲ…

ଫିଫା ଅଣ୍ଡର ୧୭ ମହିଳା ବିଶ୍ବକପର ଲୋଗୋ…

ଭୁବନେଶ୍ବର: ଆଜି ଫିଫା ଅଣ୍ଡର ୧୭ ମହିଳା ବିଶ୍ବକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫିଫା ପକ୍ଷରୁ ଜର୍ସି ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତୀୟ ଟିମ୍‌ ସହ ଫଟୋ ଉଠାଇ କରମର୍ଦ୍ଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଫିଫା ଅଣ୍ଡର 17 ବିଶ୍ବକପ୍ ମ୍ୟାଚ୍ ଷ୍ଟାଡିୟମରେ…